The Ultimate Managed Hosting Platform
ADVERTISEMENT

ଖୁବଶୀଘ୍ର ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ

Facebook
Twitter
LinkedIn

ଭୁବନେଶ୍ୱର : ଖୁବଶୀଘ୍ର ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ। ପରୀକ୍ଷା ଫଳ ପ୍ରକାଶନ ନେଇ ଚାଲିଛି ସମସ୍ତ ପ୍ରକ୍ରିୟା । ଆଶା କରେ ଖୁବ ଶୀଘ୍ର ପରୀକ୍ଷା ଫଳ ପ୍ରକାଶ ପାଇବ । ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ। ମେ ମାସ ଦ୍ବିତୀୟ ସପ୍ତାହରେ ଫଳ ପ୍ରକାଶ ନେଇ ସୂଚନା ରହିଥିଲା । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ-ସିଏଚଏସଇ ଦ୍ବାରା ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା ଗତ ଫେବ୍ରୁଆରୀ ୧୮ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୭ ଯାଏ ଅନୁଷ୍ଠିତ ହୋଇଥିଲା। ଚଳିତବର୍ଷ ପାଖାପାଖି ୩ ଲକ୍ଷ ୯୩ ହଜାର ୬୧୮ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login