The Ultimate Managed Hosting Platform
ADVERTISEMENT

ଦୁଇ ଟ୍ରକ ମୁହାଁମୁହିଁ ଧକ୍କା

Facebook
Twitter
LinkedIn

ବାଙ୍ଗିରିପୋଷି : ଦୁଇ ଟ୍ରକ ମୁହାଁମୁହିଁ ଧକ୍କା, ଚାପି ହୋଇଗଲେ ଡ୍ରାଇଭର। ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଦ୍ୱାରଶୁଣି ଘାଟିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଖବର ପାଇ ଦୁର୍ଘଟଣାରେ ଟ୍ରକ ଭିତରେ ଚାପି ହୋଇରହିଥିବା ଡ୍ରାଇଭର କୁ ଉଦ୍ଧାର କଲେ ବାଙ୍ଗିରିପୋଷି ଦମକଳ ବାହିନୀ ଓ ପୋଲିସ କର୍ମଚାରୀ। ଆହତ ଡ୍ରାଇଭର ଇନ୍ଦ୍ରଜିତ ସିଂ ଙ୍କୁ ପ୍ରାଥମିକ ଚିକିତ୍ସା ପାଇଁ ବାଙ୍ଗିରିପୋଷି ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login