The Ultimate Managed Hosting Platform
ADVERTISEMENT

ୟୁପିଏସସିର ନୂତନ ଅଧ୍ୟକ୍ଷ ହେଲେ ଅଜୟ କୁମାର

Facebook
Twitter
LinkedIn

ନୂଆଦିଲ୍ଲୀ : କେନ୍ଦ୍ର ସରକାର ପୂର୍ବତନ ପ୍ରତିରକ୍ଷା ସଚିବ ଅଜୟ କୁମାରଙ୍କୁ ୟୁନିଅନ ପବ୍ଲିକ୍ ସର୍ଭିସ୍ କମିଶନ (ୟୁପିଏସସି)ର ଅଧ୍ୟକ୍ଷ ଭାବରେ ନିଯୁକ୍ତ କରିଛନ୍ତି। ଏପ୍ରିଲ ୨୯ ତାରିଖରେ ପ୍ରୀତି ସୁଦାନଙ୍କ କାର୍ୟ୍ୟକାଳ ସମାପ୍ତ ହେବା ପରେ ଏହି ପଦବୀ ଖାଲି ପଡ଼ିଥିଲା। କେନ୍ଦ୍ର ସରକାରଙ୍କ କାର୍ମିକ ମନ୍ତ୍ରଣାଳୟ ଦ୍ୱାରା ଜାରି ଆଦେଶ ଅନୁଯାୟୀ, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅଜୟ କୁମାରଙ୍କ ନିଯୁକ୍ତିକୁ ଅନୁମୋଦନ କରିଛନ୍ତି। ଅଜୟ କୁମାର ୧୯୮୫ ବ୍ୟାଚ୍ କେରଳ କ୍ୟାଡରର ଜଣେ ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ। ସେ ୨୩ ଅଗଷ୍ଟ ୨୦୧୯ ରୁ ୩୧ ଅକ୍ଟୋବର ୨୦୨୨ ପର୍ୟ୍ୟନ୍ତ ଦେଶର ପ୍ରତିରକ୍ଷା ସଚିବ ଥିଲେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ସମ୍ବଲପୁର- ଭୁବନେଶ୍ୱର ଦିନିକିଆ ବସ ଚଳାଚଳ ବନ୍ଦ କଲା ଘରୋଇ ବସ ମାଲିକ ସଂଘ

୭ ଦଫା ଦାବି ନେଇ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ ଆନେ୍ଦାଳନ, ଯାତ୍ରୀ ହନ୍ତସନ୍ତ

ଭୁବନେଶ୍ୱର : ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ ଆନେ୍ଦାଳନ । ୭ ଦଫା ଦାବି ନେଇ ଡ୍ରାଇଭର ମହାସଂଘର ଆନେ୍ଦାଳନ । ମୁଖ୍ୟତଃ ପୋଲିସକୁ ଗାଡି ଚେକିଂ...

Login