The Ultimate Managed Hosting Platform
ADVERTISEMENT

କାରରୁ ମିଳିଲା ଜେଇଙ୍କ ମୃତଦେହ

Facebook
Twitter
LinkedIn

ବରଗଡ : କାର ଭିତରୁ ଜେଇଙ୍କ ସନେ୍ଦହଜନକ ମୃତଦେହ ଉଦ୍ଧାର । ବରପାଲି ବ୍ଲକ ଜେଇ ଚନ୍ଦ୍ରଶେଖର ଝାରିଆଙ୍କ ସନ୍ଦହଜନକ ମୃତ୍ୟୁ । ହଳଦୀପାଲି ଛକ ନିକଟରେ କାରରୁ ମିଳିଲା ମୃତଦେହ । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ପୋଲିସର ଛାନଭିନ । ଗତକାଲି ବରଗଡ଼ରୁ ବରପାଲି ବ୍ଲକକୁ ବାହାରିଥିଲେ ଚନ୍ଦ୍ରଶେଖର ଝାଡିଆ । ଆଜି ସକାଳୁ ମୃତଦେହ ମିଳିଛି । ବରଗଡ଼ ଟାଉନ ପୋଲିସ ମୃତଦେହ ଓ କାର ଜବତ କରି ତଦନ୍ତ ଆରମ୍ଭ କରିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login