The Ultimate Managed Hosting Platform
ADVERTISEMENT

ସକାଳୁ ସକାଳୁ ଚୀନରେ ଭୂକମ୍ପ ଝଟକା

Facebook
Twitter
LinkedIn

ନୂଆଦିଲ୍ଲୀ : ସକାଳୁ ସକାଳୁ ଭୂକମ୍ପରେ ଥରିଲା ଚୀନ । ଭୂମିକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୪.୫ ରେକର୍ଡ କରାଯାଇଛି । ସକାଳ ୬ଟା ୨୯ ଭୂକମ୍ପ ଅନୁଭୂତ ସୂଚନା ମିଳିଛି । ପଶ୍ଚିମ ଚୀନରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଭୂମିକମ୍ପର ଝଟକା ଅନୁଭବ ହେବା ମାତ୍ରେ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା ଏବଂ ସେମାନେ ଘରୁ ବାହାରକୁ ଦୌଡ଼ିବାକୁ ଲାଗିଥିଲେ । ତେବେ ଗତକାଲି ତୁର୍କୀରେ ମଧ୍ୟ ମଧ୍ୟମ ଧରଣର ଭୂମିକମ୍ପ ହୋଇଥିଲା । ଏହି ଭୂମିକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୫.୧ ମାପ କରାଯାଇଛି । ଗୁରୁବାର ଅପରାହ୍ନ ପ୍ରାୟ ୩.୪୬ ସମୟରେ ତୁର୍କୀରେ ଶକ୍ତିଶାଳୀ ଭୂମିକମ୍ପ ଝଟକା ଅନୁଭୂତ ହୋଇଥିଲା । କୁଲୁରୁ ଉତ୍ତର-ପୂର୍ବରେ ୧୪ କିଲୋମିଟର ଦୂରରେ ଭୂମିକମ୍ପ ଅନୁଭୂତ ହୋଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ମେ’ ୧୦ ରେ ଝାରସୁଗୁଡା ଉପନିର୍ବାଚନ

ନୂଆପଡା ଉପନିର୍ବାଚନ ବିଜ୍ଞପ୍ତି ; ଉପନିର୍ବାଚନରେ ବ୍ୟବହାର ହେବ ହେଲିକପ୍ଟର

ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ନାମାଙ୍କର , ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ । ୨୨...

ADVERTISEMENT
ମମତାଙ୍କୁ ପ୍ରଭାତୀଙ୍କ ଟାର୍ଗେଟ

ମମତାଙ୍କୁ ପ୍ରଭାତୀଙ୍କ ଟାର୍ଗେଟ

ଭୁବନେଶ୍ୱର : ମମତା ବାନାର୍ଜୀଙ୍କୁ କଡା କାଉଣ୍ଟପ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଝିଅମାନେ ରାତିରେ ବାହାରକୁ ଯିବା ଉଚିତ ନୁହେଁ ମମତାଙ୍କ ମନ୍ତବ୍ୟକୁ ସମାଲୋଚନା...

Login