ଭୁବନେଶ୍ୱର : ବାଜ୍ୟାପ୍ତି ହେବ ରାଜା ଚକ୍ରର ଆଲିସାନ ଫାର୍ମ ହାଉସ । ସିଲ ପରେ ଫାର୍ମ ହାଉସ ବାଜ୍ୟାପ୍ତି ନେଇ ଆରମ୍ଭ ହେଲା ପ୍ରକ୍ରିୟା । କେନ୍ଦୁଝର ଗୋପାଳପୁର ମୈାଜାରେ ରହିଛି ଫାର୍ମ ହାଉସ । ୧୧.୧ ଏକର ଜମିରୁ ମାତ୍ର ୩.୫ ଏକର ଜମି ନିଜ ନାମରେ ରହିଛି । ସ୍ଥାନୀୟ ପ୍ରଶାସନ ସାହାଯ୍ୟରେ କରାଯାଇଛି ମାପଚୁପ । ୧୧ ଏକର ଜମି ମଧ୍ୟରୁ ୭.୪ ଏକର ସରକାରୀ ଜମିରେ ଚିଲଡ୍ରେନ ପାର୍କ, ଅଲିଶାନ ବଙ୍ଗଳା , ସୁଉଚ୍ଚ ତୋରଣ, ଆମ୍ବ ବଗିଚା, ପୋଖରୀ ସହ ରହିଛି କୋଣାର୍କ ଚକ୍ର, ଅନେକ୍ ଷ୍ଟାଚ୍ୟୁ । ଫାର୍ମ ହାଉସ୍ ଭିତରେ ବିଳାସମୟ କଟେଜ ସହ ପାର୍ଟି ହାଉସ୍ ରହିଛି । ସେପଟେ ରାଜା ଚକ୍ର ମାମଲାରେ ଅନ୍ତରୀଣ ଚାର୍ଜସିଟ୍ ଦାଖଲ ହୋଇଥିବା ବେଳେ ସ୍କାନରରେ ଅଛନ୍ତି ଏକାଧିକ ପ୍ରଭାବଶାଳୀ ବ୍ୟକ୍ତି । ସୂଚନାଯୋଗ୍ୟ, ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଓ ପରିବହନ କୋ-ଅପରେଟିଭ ସୋସାଇଟିରେ ଆର୍ଥିକ ଘୋଟାଲା ଘଟଣାରେ ତଦନ୍ତ କରୁଛି କ୍ରାଇମ ବ୍ରାଞ୍ଚ । ଏହି ଘଟଣାରେ କ୍ରାଇମ ବ୍ରାଞ୍ଚ ରାଜା ଚକ୍ର ସମେତ ୪ ଜଣଙ୍କୁ ଗିରଫ କରି ତଦନ୍ତ ଚଳାଇଥିଲେ। ତେବେ ଏହି ଘଟଣାରେ ତଦନ୍ତକାରୀ ସଂସ୍ଥା ରାଜା ଚକ୍ରଙ୍କୁ ଅଧିକ ପଚରାଉଚରା କରିବାକୁ ସ୍ଥାନୀୟ ଏସଡିଜେଏମ କୋର୍ଟରେ ୭ ଦିନ ପାଇଁ ରିମାଣ୍ଡରେ ନେବାକୁ ଆବେଦନ କରିଥିଲେ ।
ବାଜ୍ୟାପ୍ତି ହେବ ରାଜାର ଫାର୍ମ ହାଉସ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











