The Ultimate Managed Hosting Platform
ADVERTISEMENT

ବର୍ଷ ପୂର୍ତ୍ତିକୁ ଆସିପାରନ୍ତି ପ୍ରଧାନମନ୍ତ୍ରୀ !

Facebook
Twitter
LinkedIn

ଭୁବନେଶ୍ୱର ; ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତିରେ ଯୋଗ ଦେଇପାରନ୍ତି ପ୍ରଧାନମନ୍ତ୍ରୀ । ପ୍ରଧାନମନ୍ତ୍ରୀଙ୍କ ସହ କେନ୍ଦ୍ର ଗୃହମନ୍ତ୍ରୀ ମଧ୍ୟ ସାମିଲ ହୋଇପାରନ୍ତି । ମୁଖ୍ୟମନ୍ତ୍ରୀ ପିଏମଓ ସହ ଯୋଗାଯୋଗରେ ଅଛନ୍ତି କହିଲେ ରାଜସ୍ୱ ମନ୍ତ୍ରୀ । ବର୍ଷ ପୂର୍ତ୍ତିକୁ ଉତ୍ସବ ନୁହେଁ , ଉତ୍ତରଦାୟୀ କାର୍ଯ୍ୟକ୍ରମ ଭାବେ ପାଳିବୁ । ରାଜ୍ୟରେ ଜୁନି ୧୨ରୁ ୧୯ ଯାଏ ଚାଲିବ ବିଭିନ୍ନ କାର୍ଯ୍ୟକ୍ରମ । ଜିଲ୍ଲାଠୁ ନେଇ ବ୍ଲକ , ପଞ୍ଚାୟତ , ପୈାରସଂସ୍ଥାରେ କାର୍ଯ୍ୟକ୍ରମ କରାଯିବ । ବର୍ଷକରେ ୧୧ ନିର୍ବାଚନ ପ୍ରତିଶ୍ରୁତି ପୂରଣ ହୋଇଛି । ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ଆସନ୍ତା ମାସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଆସିପାରନ୍ତି। ଓଡ଼ିଶାରେ ବିଜେପି ସରକାରର ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ଆୟୋଜିତ କାର୍ୟ୍ୟକ୍ରମରେ ଯୋଗ ଦେଇପାରନ୍ତି ପ୍ରଧାନମନ୍ତ୍ରୀ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀଙ୍କ କାର୍ୟ୍ୟାଳୟ ସହ ଯୋଗାଯୋଗରେ ଅଛନ୍ତି। ସେ କହିଛନ୍ତି, ଓଡ଼ିଶାରେ ବି‌ଜେପି ସରକାର ଗଠନ ହେବାର ଏଗାର ମାସରେ ଦିଆଯାଇଥିବା ଅଧିକାଂଶ ପ୍ରତିଣ୍ରୁତି ପୂରଣ କରାଯାଇଛି। ଏଣୁ ଓଡ଼ିଶାରେ ବିଜେପି ସରକାରର ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ଆୟୋଜିତ କାର୍ୟ୍ୟକ୍ରମରେ ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀ ଓ କେନ୍ଦ୍ର ମନ୍ତ୍ରିମଣ୍ଡଳର ଅନ୍ୟ ସଦସ୍ୟମାନେ ଯୋଗ ଦେବା ଆମର ଇଚ୍ଛା।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login