The Ultimate Managed Hosting Platform
ADVERTISEMENT

୫ ଦୁର୍ଦ୍ଦାନ୍ତ ମାଓବାଦୀ ଗିରଫ

Facebook
Twitter
LinkedIn

ମାଲକାନଗିରି : ଛତିଶଗଡ-ମହାରାଷ୍ଟ୍ର ସୀମାନ୍ତରୁ ୫ ମାଓବାଦୀ ଗିରଫ । ଗଡଚରେଲି ଅଞ୍ଚଳ ଜଙ୍ଗଲରୁ ଗିରଫ କଲା ପୋଲିସ । ମାଓବାଦୀଙ୍କ ଠାରୁ ୭ଟି ବନ୍ଧୁକ ସହ ବିସ୍ଫୋରକ ଜବତ । ଗିରଫ ୫ ଜଣଙ୍କ ନାଁରେ ୩୬ଲକ୍ଷ ଟଙ୍କା ପୁରସ୍କାର ରାଶି ଘୋଷଣା କରିଥିଲେ ମହାରାଷ୍ଟ୍ର ସରକାର । ଗିରଫ ମାଓବାଦୀଙ୍କ ନିକଟରୁ ବନ୍ଧୁକ ସହ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି । ଗୋଟିଏ ସ୍ୱୟଂ ଚାଳିତ ଝଖଜ, ଦୁଇଟି ୩୦୩ ବନ୍ଧୁକ, ତିନୋଟି ସିଙ୍ଗଲ୍ ସଟ୍ ରାଇଫଲ୍ ଏବଂ ଦୁଇଟି ଭର୍ମର ବନ୍ଧୁକ ଜବତ କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login