The Ultimate Managed Hosting Platform
ADVERTISEMENT

ଚଳିତ ବର୍ଷ ଛାତ୍ର ସଂସଦ ନିର୍ବାଚନ ! ପାଠ୍ୟକ୍ରମ ସାରିବାକୁ ମନ୍ତ୍ରୀଙ୍କ ନିଦେ୍ର୍ଦଶ

Facebook
Twitter
LinkedIn

ଭୁବନେଶ୍ୱର : କଲେଜ୍ ଇଲେକ୍ସନ୍ ନେଇ ଗ୍ରିନ୍ ସିଗନାଲ୍ ଦେଇଛନ୍ତି ଉଚ୍ଚଶିକ୍ଷାମନ୍ତ୍ରୀ ସୁରଜ ସୂର୍ୟ୍ୟବଂଶୀ । ଦଶହରା ପୂର୍ବରୁ କ୍ୟାମ୍ପସ ନିର୍ବାଚନ ସରିବ ବୋଲି ସୂଚନା ଦେଇଛନ୍ତି ସୁରଜ ସୂର୍ୟ୍ୟବଂଶୀ । ଚଳିତ ବର୍ଷ ଛାତ୍ର ସଂସଦ ନିର୍ବାଚନ ପାଇଁ ସରକାର ଚିନ୍ତା କରୁଛନ୍ତି। ସେ କହିଛନ୍ତି, କଲେଜ ଇଲେକ୍ସନ ପାଇଁ ମୁଖ୍ୟମନ୍ତ୍ରୀ କହିସାରିଛନ୍ତି । ଏଥିପାଇଁ ଉଚ୍ଚ ବିଭାଗର ମଧ୍ୟ ଆଗ୍ରହ ରହିଛି । ନିର୍ବାଚନ ପାଇଁ ଦୁର୍ଗାପୂଜା ପୂର୍ବରୁ ପାଠ୍ୟକ୍ରମ ସାରିବାକୁ ପଡ଼ିବ । ଗତ ୮ ବର୍ଷ ହେଲା ବନ୍ଦ ରହିଛି କଲେଜ ଇଲେକସନ । ଏବେ ବିଜେପି କ୍ଷମତାକୁ ଆସିଛି, ଆଉ ଉଚ୍ଚଶିକ୍ଷାମନ୍ତ୍ରୀଙ୍କ ଗ୍ରିନ୍ ସିଗନାଲ୍ ପରେ ଛାତ୍ର ସଂସଦ ନିର୍ବାଚନ ହେବା ନେଇ ଆଶା ବଢିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ନବୀନଙ୍କ ଭିଡିଓକୁ ପ୍ରଶ୍ନକଲା ବିଜେପି

କେବଳ ଲମ୍ବା ଭାଷଣ , ବଡ ଆଡଭରଟାଇଜମେଣ୍ଟରେ ବିକାଶ ହୁଏନି ; ନବୀନ

ଭୁବନେଶ୍ୱର : ବିଜେଡିର ଜନଜାଗରଣ କାର୍ଯ୍ୟକ୍ରମରେ ସରକାରଙ୍କୁ ଟାର୍ଗେଟ । ବର୍ଷକର କାର୍ଯ୍ୟକ୍ରମକୁ ନେଇ ଟାର୍ଗେଟ କଲେ । କୁହାଯାଉଛି ଲୋକଙ୍କ ସରକାର , କିନ୍ତୁ କାହାନ୍ତି...

ADVERTISEMENT

Login