The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ରାଜଧାନୀରେ ନିର୍ବାଚନୀ ହିଂସା ଘଟଣାରେ ୧୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

Facebook
Twitter
LinkedIn

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ ପ୍ରଥମ ନିର୍ବାଚନୀ ହିଂସା ଘଟଣା । ଆକ୍ସନ ମୋଡରେ କମିଶନରେଟ ପୋଲିସ । ଲକ୍ଷ୍ମୀସାଗର ଥାନା ପୋଲିସ ଦ୍ୱାରା ୧୨ ଅଭିଯୁକ୍ତ ଗିରଫ । ସୂଚନା ଅନୁଯାୟୀ, ଗତ ଶୁକ୍ରବାର ରାତିରେ ଦୁଇ ଗୋଷ୍ଠୀ ମଧ୍ୟରେ ନିର୍ବାଚନୀ ସଂଘର୍ଷ ଘଟିଥିଲା । ଗୋଷ୍ଠୀ ସଂଘର୍ଷରେ ଉଭୟ ଗୋଷ୍ଠୀର ୬ ଜଣ ଆହତ ହୋଇଥିଲେ । ସମସ୍ତ ଆହତଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଥିଲା । ଏବେ କମିଶନରେଟ୍ ପୋଲିସ ଘଟଣାରେ ଆକ୍ସନ ନେବା ଆରମ୍ଭ କରିଛି । ରାଜଧାନୀରେ ଏହି ନିର୍ବାଚନୀ ହିଂସା ଘଟଣାରେ ମୋଟ ୧୨ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି । ଆଉ କିଏ କିଏ ଏହି ଘଟଣାରେ ସାମିଲ ଅଛନ୍ତି । ତେବେ ସେନେଇ ମଧ୍ୟ ଛାନ୍‌ଭିନ୍ କରୁଛି କମିଶନରେଟ୍ ପୋଲିସ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login