The Ultimate Managed Hosting Platform
ADVERTISEMENT

ବସ୍ତିଠୁ ବାର ସବୁଠି ବାଂଲାଦେଶୀ- ମନ୍ତ୍ରୀ

Facebook
Twitter
LinkedIn

ଭୁବନେଶ୍ୱର: ରାଜ୍ୟରେ ବାଂଲାଦେଶୀଙ୍କ ଅନୁପ୍ରବେଶ ଯୋଗଉ ସମସ୍ୟା ଉପୁଜୁଛି । ବାଂଲାଦେଶୀ ଅନୁପ୍ରବେଶ ନେଇ ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ ବୟାନ । ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ପାଇଁ ଟ୍ୱିନ ସିଟିରେ ଅପରାଧ ବଢୁଛି । ବସ୍ତିରୁ ବାର ସବୁଠି ମାତିଛନ୍ତି ବାଂଲାଦେଶୀ ଅନୁପ୍ରବେଶକାରୀ । ଚୋରା ନିଶା କାରବାର ସହିତ ଅପରାଧ ଘଟାଉଛନ୍ତି । ଚୋରା ନିଶା କାରବାର ସହିତ ଅପରାଧ ଘଟାଉଛନ୍ତି । ଚେକ ଦେବାକୁ ନଗର ଉନ୍ନୟନ ଓ ଅବକାରୀ ବିଭାଗର ଆକ୍ସନ ପ୍ଲାନ । ସହରୁକୁ ସୁରକ୍ଷିତ ରଖିବାକୁ ଅନୁପ୍ରବେଶକାରୀ ମୁକ୍ତ କରାଯିବ । ବସ୍ତିରେ ରହୁଥିବା ଅପରାଧିଙ୍କ ଘରକୁ ଭଙ୍ଗା ଯାଉଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login