The Ultimate Managed Hosting Platform
ADVERTISEMENT

ଗ୍ୟାସ ଲିକରୁ ଭୟାବହ ଅଗ୍ନିକାଣ୍ଡ , ଜଳିଗଲା ୬ ବଖରା

Facebook
Twitter
LinkedIn

ଭଦ୍ରକ : ନିଆଁ ଲାଗି ଜଳିଗଲା ୬ ବଖରା ଘର । ବନ୍ତ ଥାନା ଓଡଙ୍ଗ ପଞ୍ଚାୟତ ସରମରା ଗାଁରେ ଅଗ୍ନିକାଣ୍ଡ । ରୋଷେଇ ଗ୍ୟାସ ଲିକ ହୋଇ ଅଗ୍ନିକାଣ୍ଡ ସୂଚନା ।କେବଳ ପିନ୍ଧା ଲୁଗାକୁ ଛାଡିଦେଲେ ନଷ୍ଟ ହୋଇଯାଇଛି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ।
ଗତକାଲି ରାତିରେ କାଳନ୍ଦୀ ସାହୁଙ୍କ ପରିବାର ଲୋକ ଶୋଇଥିବାବେଳେ ହଠାତ୍ ଗ୍ୟାସ ଲିକ୍ ହୋଇ ଚାଳ ଘରେ ନିଆଁ ଲାଗିଯାଇଥିଲା । ଫଳରେ ପରିବାର ସଦସ୍ୟ ଜୀବନ ବିକଳରେ ଘରୁ ବାହାରକୁ ଦୌଡ଼ି ପଳାଇ ଆସିଥିଲେ । ଚାହୁଁ ଚାହୁଁ ଆଖି ଆଗରେ ଜଳି ପୋଡି ଛାରଖାର ହୋଇଗଲା ଘର । ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

Operation Sindoor : ଭାରତ-ପାକ ଯୁଦ୍ଧ: ପାକିସ୍ତାନକୁ ଆମେରିକା ରାଷ୍ଟ୍ରପତିଙ୍କ କଡା ଚେତାବନୀ

ଭାରତକୁ ଟ୍ରମ୍ପଙ୍କ ଧମକ , ୨୪ ଘଣ୍ଟାରେ ଶୁଳ୍କ ବୃଦ୍ଧି କରିବେ ଟ୍ରମ୍ପ

ନୂଆଦିଲ୍ଲୀ : ଭାରତକୁ ଟ୍ରମ୍ପଙ୍କ ନୂଆ ଧମକ । ୨୪ ଘଣ୍ଟାରେ ଭାରତ ଉପରେ ବଡ଼ ଶୁଳ୍କ ବୃଦ୍ଧି କରିବାକୁ ଧମକ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ।...

ADVERTISEMENT
ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲି : ମୋହାଲି ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ। ଚାଲିଗଲା ୨ଜଣକ ଜୀବନ। ବୁଧବାର ଦିନ ପଞ୍ଜାବର ମୋହାଲିରେ ଏକ ଅକ୍ସିଜେନ ପ୍ଲାଣ୍ଟରେ ବଡ଼ ବିସ୍ଫୋରଣ ଘଟିବାରୁ ଏପର୍ୟ୍ୟନ୍ତ...

Login