ନୂଆଦିଲ୍ଲୀ : ଦେଶରେ ହଜାରେ ଟପିଲା କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା । ଦେଶରେ ବଢୁଛି କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ସକାଳ ୮ଟା ସୁଦ୍ଧା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୯ ଟପିଲା । ଏ ନେଇ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା । ତ ସପ୍ତାହରେ ଦେଶରେ ୭୫୦ଟି ନୂତନ ସଂକ୍ରମଣ ଚିହ୍ନଟ ହୋଇଛି, ଯେଉଁଥିରେ କେରଳରେ ୪୦୦ ଏବଂ ଦିଲ୍ଲୀରେ ୧୦୦ରୁ ଅଧିକ ମାମଲା ରିପୋର୍ଟ ହୋଇଛି । କେରଳ, ତାମିଲନାଡୁ, ଦିଲ୍ଲୀ, ତେଲଙ୍ଗାନା, ମହାରାଷ୍ଟ୍ରରେ ମାମଲା ବଢିବାରେ ଲାଗିଛି ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସଦ୍ୟତମ ରିପୋର୍ଟ ଅନୁଯାୟୀ, କେରଳରେ ସଂକ୍ରମଣ ସଂଖ୍ୟା ସର୍ବାଧିକ ରହିଛି, ଯେଉଁଠାରେ ୪୦୦ ନୂତନ ମାମଲା ସହିତ ରାଜ୍ୟରେ ସକ୍ରିୟ ମାମଲାର ସଂଖ୍ୟା ୨୭୩କୁ ପହଞ୍ଚିଛି । ଦିଲ୍ଲୀରେ ୧୦୦ରୁ ଅଧିକ ମାମଲା ରିପୋର୍ଟ ହୋଇଥିବା ବେଳେ ସକ୍ରିୟ ମାମଲାର ସଂଖ୍ୟା ୨୩ ରହିଛି । ଏହା ବ୍ୟତୀତ ମହାରାଷ୍ଟ୍ର (୫୬), ତାମିଲନାଡୁ (୬୬) ଏବଂ କର୍ଣ୍ଣାଟକ (୩୬), ପଶ୍ଚିମବଙ୍ଗ (୧୨),ରାଜସ୍ଥାନ (୧୩), ପଡୁଚେରୀ(୯), ଆନ୍ଧ୍ରପ୍ରଦେଶ (୪), ମଧ୍ୟପ୍ରଦେଶ(୨) ସହିତ ଅନ୍ୟ ରାଜ୍ୟରେ ମଧ୍ୟ ନୂତନ ମାମଲା ବୃଦ୍ଧି ଦେଖାଦେଇଛି ।
ଦେଶରେ ବଢୁଛି କୋଭିଡ ମାମଲା, ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







