The Ultimate Managed Hosting Platform
ADVERTISEMENT

ବିଦ୍ୟୁତ ଖୁଣ୍ଟକୁ ଧକ୍କା ଦେଇ ଓଲଟିଲା କାର

Facebook
Twitter
LinkedIn

ସୋନପୁର : ବିଦ୍ୟୁତ ଖୁଣ୍ଟକୁ ଧକ୍କା ଦେଇ ଓଲଟିଲା କାର । ସୋନପୁର ଜିଲ୍ଲା ଉଲୁଣ୍ଡା ଥାନା ନିକଟରେ ଘଟିଛି ଦୁର୍ଘଟଣା । କାର୍ ଓଲଟିବା ପରେ ସେଥିରୁ ଦେଶୀ ବନ୍ଧୁକ ସହ ଜୀବନ୍ତ ଗୁଳି ମିଳିଥିବା ଜଣାଯାଇଛି। ଏଣେ ଏହି ଦୁର୍ଘଟଣାରେ ଜଣେ ନାବାଳକ ସମେତ ୩ ଜଣ ଗୁରୁତର ଏହି ଘଟଣା ସ୍ଥାନୀୟ ଅ୍ଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି । ଗତକାଲି ଗତକାଲି ରାତି ପ୍ରାୟ ସାଢେ ୧୧ଟା ସମୟରେଏକ କାର ସୁବର୍ଣ୍ଣପୁର ପଟୁ ସମ୍ବଲପୁରକୁ ଦ୍ରୁତ ଗତିରେ ଯାଉଥିଲା । ଉଲୁଣ୍ଡା ଥାନା ନିକଟସ୍ଥ ମାଟିଖାଇ ନୂଆବସ୍ତିଠାରେ ଏକ ବିଦ୍ୟୁତ ଖୁଣ୍ଟକୁ ଧକ୍କା ଦେଇ କାର୍ ଓଲଟି ପଡ଼ିଥିଲା କ୍ଷ ଫଳରେ ବିଦ୍ୟୁତ୍ ଖୁଣ୍ଟ ଭାଙ୍ଗିଯିବା ସହ କାରଟି ଓଲଟି ପଡ଼ି ଚୁରମାର ହୋଇଯାଇଥିଲା । ଖବର ପାଇ ଅଗ୍ନିଶମ ବାହିନୀ ଏବଂ ପୁଲିସ ଘଟଣା ସ୍ଥଳରେ ପହଞ୍ଚିଥିଲେ । କାର ଭିତରେ ଥିବା ନାବାଳକ ସମେତ ତିନି ଜଣଙ୍କୁ ଅଗ୍ନିଶମ ବାହିନୀ ଉଦ୍ଧାର କରି ସଦର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ଅବସ୍ଥା ଗୁରୁତର ଥିବାରୁ ଡାକ୍ତର ତାଙ୍କୁ ବୁର୍ଲା ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ସଡକ ଦୁର୍ଘଟଣାରେ ବର-କନ୍ୟାଙ୍କ ସମେତ ଚାଲିଗଲା ୫ ଜଣଙ୍କ ଜୀବନ

ରାଜସ୍ଥାନ : ରାଜସ୍ଥାନ ନ୍ୟାସନାଲ ହାଇୱେରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ଗୋଟିଏ ପରିବାରର ୫ଜଣ ଲୋକଙ୍କ ପ୍ରାଣ ଚାଲିଯାଇଥିବାବେଳେ ଅନେକ ଲୋକ...

ADVERTISEMENT
ବେଙ୍ଗାଲୁର ଦଳାଚକଟା ଘଟଣାରେ ବିସିସିଆଇ ଏବଂ ଆରସିବିକୁ ଦାୟୀ କଲେ କର୍ଣ୍ଣାଟକ ସରକାର

ବେଙ୍ଗାଲୁର ଦଳାଚକଟା ଘଟଣାରେ ବିସିସିଆଇ ଏବଂ ଆରସିବିକୁ ଦାୟୀ କଲେ କର୍ଣ୍ଣାଟକ ସରକାର

ବେଙ୍ଗାଲୁର : ବେଙ୍ଗାଲୁର ଦଳାଚକଟା ଘଟଣାରେ କର୍ଣ୍ଣାଟକ ସରକାରଙ୍କ ବଡ ବୟାନ । ଆଜି ଶୁଣାଣିରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡକୁ...

Login