The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ସ୍ୱାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

Facebook
Twitter
LinkedIn

ଢେଙ୍କାନାଳ : ବାଇକକୁ ପିଟିଲା ତେଲ ଟ୍ୟାଙ୍କର । ସ୍ୱାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ । ସ୍ୱାମୀ ଗୁରୁତର, ଅଳ୍ପକେ ବର୍ତ୍ତିଲା ଦେଢ ବର୍ଷର ଶିଶୁ । ଏନଏଚ ୫୫ ଆନନ୍ଦନଗର ନିକଟରେ ଦୁର୍ଘଟଣା । ଗୁରୁତର ସ୍ୱାମୀ ଢେଙ୍କାନାଳ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି । ଟ୍ୟାଙ୍କର ଡ୍ରାଇଭରକୁ ଅଟକ ରଖି ପୋଲିସର ତଦନ୍ତ । କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକଙ୍କ ରାସ୍ତାରୋକ । ସେମାନଙ୍କ ଘର ବଣସିଂହ ଗାଁରେ । ଦୁର୍ଘଟଣାରେ ପରେ ଉତ୍ତେଜନା ପ୍ରକାଶ ପାଇଛି । ୫୫ ନମ୍ବର ଜାତୀୟ ରାଜପଥକୁ ଅବରୋଧ କରିଛନ୍ତି ସ୍ଥାନୀୟ ଲୋକ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ବଦଳିବ ହେଲଥ୍ କାର୍ଡ ଲୋଗୋ, ଖୁବଶୀଘ୍ର ମିଳିବ ଆୟୁଷ୍ମାନ କାର୍ଡ ; ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

ଅସୁସ୍ଥ ଥିଲେ ରଥଯାତ୍ରା ଭିଡକୁ ଆସନ୍ତୁ ନାହିଁ –ମନ୍ତ୍ରୀ

ପୁରୀ : ଅସୁସ୍ଥ ଥିଲେ ଭିଡ଼କୁ ଆସନ୍ତୁ ନାହିଁ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି । କୋଭିଡ ପାଇଁ ଭୟ କରିବାର ଆବଶ୍ୟକତା ନାହିଁ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି...

୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ରୁଣରେ ସୁଧ ଦେବେନି ଏସଏଚଜି ମହିଳା, ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ

ବନ୍ୟଜନ୍ତୁ ଆକ୍ରମଣରେ ମୃତ୍ୟୁ କାଳୀନ ସହାୟତା ରାଶି ବଢିଲା, ମୃତ୍ୟୁ ହେଲେ ମିଳିବ ୧୦ ଲକ୍ଷ

ଭୁବନେଶ୍ୱର : ବନ୍ୟଜନ୍ତୁ ଆକ୍ରମଣରେ ମୃତ୍ୟୁ କାଳୀନ ସହାୟତା ରାଶି ବଢିଲା । ପୂର୍ବରୁ ମିଳୁଥିବା ୬ ଲକ୍ଷ ଟଙ୍କା ୧୦ ଲକ୍ଷକୁୁ ବଢିଲା । ସହାୟତା...

Login