The Ultimate Managed Hosting Platform
ADVERTISEMENT

ସାବିତ୍ରୀ ବ୍ରତ ବେଳେ ଦଂଶିଲା ମହୁମାଛି

Facebook
Twitter
LinkedIn

ନୂଆଦିଲ୍ଲୀ : ଗଛମୂଳେ ବସି ସାବିତ୍ରୀ ବ୍ରତ କରୁଥିଲେ । ଆଉ ଏହି ସମୟରେ ହେଲା ମହୁମାଛିଙ୍କ ଆକ୍ରମଣ । ଉତ୍ତରପ୍ରଦେଶର ଇଟାୱାରେ ଏଭଳି ଏକ ଘଟଣା ସାମ୍ନାକୁ ଆସିଛି । ବଟ ସାବିତ୍ରୀ ପୂଜା ସମୟରେ ମହୁମାଛିଙ୍କ ଆକ୍ରମଣ ପରେ ମହିଳାମାନେ ଯୁଆଡେ ସିଆଡେ ଧାଇଁଥିଲେ । ଏହି ଘଟଣାରେ ୧୨ରୁ ଅଧିକ ମହିଳା ଆହତ ହୋଇଛନ୍ତି। ବର୍ତ୍ତମାନ ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଘଟଣାର ସିସିଟିଭି ଫୁଟେଜ୍ ମଧ୍ୟ ସାମ୍ନାକୁ ଆସିଛି। ସମ୍ପୂର୍ଣ୍ଣ ଘଟଣାଟି ପାଖରେ ଲାଗିଥିବା ସିସିଟିଭି କ୍ୟାମେରାରେ କଏଦ ହୋଇଛି। ମହୁମାଛି ଦଂଶନରେ ପ୍ରାୟ ୧୨ରୁ ଅଧିକ ଲୋକ ଆହତ ହୋଇଥିଲେ। ସମସ୍ତଙ୍କୁ ଜିଲ୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା, ଯେଉଁଠାରେ ସେମାନଙ୍କର ଚିକିତ୍ସା ଚାଲିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login