ଭୁବନେଶ୍ୱର : ଓଡିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୈାସୁମୀ ବାୟୁ । ସ୍ୱାଭାବିକ ସମୟ ପୂର୍ବରୁ ଓଡିଶା ଛୁଇଁଲା ମୈାସୁମୀ । ଦକ୍ଷିଣ ଓଡିଶାର କିଛି ଅଞ୍ଚଳରେ ମୈାସୁମୀ ଛୁଇଁଲା । ଏପଟେ ରାଜ୍ୟରେ ଲାଗି ରହିଛି ଲଘୁଚାପ ବର୍ଷା । ୩୧ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଅଧିକାଂଶ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଝଟକା ପବନ ମଧ୍ୟ ବହିବ । ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି। ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ନେଇ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।
Views: 54