The Ultimate Managed Hosting Platform
ADVERTISEMENT

ପ୍ରଫୁଲ୍ଲଙ୍କ ପୁଅ ପ୍ରୟାସକାନ୍ତି ବିଜେଡି ଛାଡିଲେ

Facebook
Twitter
LinkedIn

ଭଦ୍ରକ : ଭଦ୍ରକରେ ବିଜେଡିକୁ ଶକ୍ତ ଝଟକା । ଦଳ ଛାଡିଲେ ପ୍ରଫୁଲ୍ଲ ସାମଲଙ୍କ ପୁଅ । ବରିଷ୍ଠ ନେତା ପ୍ରଫୁଲ୍ଲଙ୍କ ପୁଅ ପ୍ରୟାସକାନ୍ତି ସାମଲ ବିଜେଡି ଛାଡିଲେ । ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା କହିଲେ । ୨୦୦୩ରେ ଭଦ୍ରକ ପୈାରପାଳିକା ଅଧ୍ୟକ୍ଷ ପଦରେ ଥିଲେ ପ୍ରୟାସକାନ୍ତି । ପୂର୍ବରୁ ବିଜେଡିର ରାଜ୍ୟ ସମ୍ପାଦକ ଭାବେ ଦାୟିତ୍ୱ ତୁଲାଇଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login