The Ultimate Managed Hosting Platform
ADVERTISEMENT

ନବ ହତ୍ୟା : ଝାରସୁଗୁଡାରେ କ୍ରାଇମବ୍ରାଞ୍ଚ ଟିମ

Facebook
Twitter
LinkedIn

ଝାରସୁଗୁଡା : ନବ ଦାସ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚର ଖୋଳତାଡ । ଝାରସୁଗୁଡାରେ କ୍ରାଇମବ୍ରାଞ୍ଚଟିମର ଖୋଳତାଡ । ରାଜପୁର ପଞ୍ଚାୟତ ସରପଞ୍ଚଙ୍କ ସ୍ୱାମୀଙ୍କ ବୟାନ ରେକର୍ଡ । ରାଜପୁରର ଆଉ ଜଣେ ବ୍ୟକ୍ତି ପ୍ରବୀଣ ଦେଓଙ୍କ ମଧ୍ୟ ବୟାନ ରେକର୍ଡ । କାହିଁକି ଓ କେଉଁ ପରିସ୍ଥିତିରେ ନବ ଦାସ୍ ହତ୍ୟାକାଣ୍ଡର କିଛି ସମୟ ପୂର୍ବରୁ ଅଭିଯୁକ୍ତ ଗୋପାଳ ଦାସ ଶ୍ରୀ ଦେଓଙ୍କୁ ଫୋନ୍ କରିଥିଲା ସେନେଇ ଜାଣିବାକୁ ଚେଷ୍ଟା କରିଛି କ୍ରାଇମବ୍ରାଞ୍ଚ। ଏହି ତଦନ୍ତ ପର୍ୟ୍ୟାୟରେ କ୍ରାଇମବ୍ରାଞ୍ଚ ଆଉ କାହାକୁ ଜେରା କରିବ ସେନେଇ ଏବେ ସୁଦ୍ଧା ସ୍ପଷ୍ଟ ହୋଇପାରିନି। ଜପୁର ପଞ୍ଚାୟତ ସରପଞ୍ଚ ସରସ୍ଵତୀ ନାୟକଙ୍କ ସ୍ବାମୀ ଗଣେଶ ବାଗ ଓ ଗୋପାଳଙ୍କ ମୋବାଇଲରୁ ଶେଷ କଲ୍ ଯାଇଥିବା ରାଜପୁରର ପ୍ରବୀଣ ଦେଓଙ୍କ ବୟାନ ରେକର୍ଡ କରିଛି କ୍ରାଇମବ୍ରାଞ୍ଚ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login