ଭୁବନେଶ୍ୱର : ବଦଳିବ ଭୁବନେଶ୍ୱର ମାଷ୍ଟର କ୍ୟାଣ୍ଟିନ ନାଁ । ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ ସୂଚନା । ଓଡିଶାରେ ଓଡିଆ ଅସ୍ମିତାକୁ ଗୁରୁତ୍ୱ ଦିଆଯିବ । ଇଂରେଜ ଅମଳରୁ ଥିବା କିଛି ପ୍ରମୁଖ ସ୍ଥାନର ନାଁ ପରିବର୍ତ୍ତନ ହେବ । ଏ ନେଇ ବିଚାର ବିମର୍ଶ ଚାଲିଥିବା କହିଲେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ।
Views: 15