ବ୍ୟୁରୋ : ଆପଣ ଡଷ୍ଟବିନରେ ପିଆଜ ଚୋପା ପକାଉଛନ୍ତି କି ? ଜାଣନ୍ତୁ ଏହାର ଜବରଦସ୍ତ ଫାଇଦା । ପିଆଜ ଚୋପାରେ ଲୁଚିରହିଥିବା ଉପକାରିତା ବିଷୟରେ ପଢନ୍ତୁ । ପିଆଜ ଚୋପାକୁ ରାତିରେ ପାଣିରେ ଭିଜାଇ ରଖନ୍ତୁ । ସକାଳେ ଏହାକୁ ଖାଲି ପେଟରେ ପିଅନ୍ତୁ । ଏହାପରେ ଆପଣଙ୍କ ପାଟିକୁ ଭଲ ଲାଗିନପାରେ, କିନ୍ତୁ ଆପଣ ଚାହିଁଲେ ଏଥିରେ ଚିନି କିମ୍ବା ମହୁ ସହ ମିଶାଇ ନେଇ ପାରିବେ । ଏଥି ସହ ଏହା କୋଲେଷ୍ଟ୍ରେଲ ପାଇଁ ଅତ୍ୟନ୍ତ ଉପକାରୀ ହୋଇଥାଏ । ପିଆଜର ଚୋପାକୁ ପାଣିରେ ପକାଇ ୮ ଘଣ୍ଟା ରଖି ଦିଅନ୍ତୁ । ଏହାପରେ ଏହାକୁ ସେବନ କରନ୍ତୁ । ଦେଖିବେ ଗଳା ସମ୍ବନ୍ଧିତ ସମସ୍ତ ସମସ୍ୟା ଦୂର ହୋଇଯିବ । ଜାଣିରଖନ୍ତୁ ଯେ, ପିଆଜ ଚୋପା ବହୁ ରୋଗକୁ ଦୂର କରିବାରେ ସାହାଯ୍ୟ କରିଥାଏ । ମହିଳା ମାନେ କେଶକୁ ସୁନ୍ଦର ରଖିବା ସହ କଣ୍ଡିସନ କରିବା ପାଇଁ ପିଆଜ ଚୋପାକୁ ବ୍ୟବହାର କରିପାରିବେ । ଏଥିପାଇଁ ପ୍ରଥମେ କେଶକୁ ଧୋଇସାରିବା ପରେ ପିଆଜଚୋପା ପାଣିରେ ଧୋଇ ଦିଅନ୍ତୁ । ପରେ ଧିରେଧିରେ ଏହାର ପାର୍ଥକ୍ୟ ଆପଣ ନିଜେ ଜାଣିପାରିବେ । ପିଆଜ ଚୋପାରେ ଆଣ୍ଟି ଇନଫ୍ଲାମେଟୋରୀ ଗୁଣ ରହିଛି । ଯଦି ଆପଣଙ୍କର ଆଲର୍ଜି ହେଉଥିବ ଏବଂ ମୁହଁ କୁଣ୍ଡାଇ ହେଉଥିବ, ତାହେଲେ ପିଆଚ ଚୋପା ଆପଣଙ୍କୁ ମୁକ୍ତି ଦେଇପାରିବ । ଏଥିପାଇଁ ଆପଣ ପିଆଜ ଚୋପାକୁ ରାତିରେ ଭଲ ଭାବେ ପାଣିରେ ଭିଜାଇ ରଖନ୍ତୁ । ସକାଳେ ସେହି ପାଣିରେ ମୁହଁ ଧୁଅନ୍ତୁ । ଯଦି ଆପଣ ଅନେକ ସମସ୍ୟାରୁ ମୁକ୍ତି ପାଇବା ପାଈଇଁ ଚାହୁଁଛନ୍ତି, ତେବେ ପ୍ରତ୍ୟେକ ଦିନ ବ୍ୟବହାର କରନ୍ତୁ ପିଆଜ ଚୋପା ।
ପିଆଜ ଚୋପାର ରହିଛି ଜବରଦସ୍ତ ଫାଇଦା…..
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











