ଉଦଳା : ଅତିରିକ୍ତ ତହସିଲଦାରଙ୍କୁ ବାଲି ମାଫିଆଙ୍କ ଆକ୍ରମଣ । କପ୍ତିପଦା ଥାନା ଆଗରେ ଆକ୍ରମଣ ସହ ଗାଡି ଭାଙ୍ଗିଦେଲେ । ଆକ୍ରମଣ ବେଳେ ଥାନାକୁ ଦୈାଡି ପଳାଇଲେ ଅତିରିକ୍ତ ତହସିଲଦାର । ମାଫିଆଙ୍କ ଆକ୍ରମଣରେ ଅତିରିକ୍ତ ତହସିଲଦାର ଆହତ । କପ୍ତିପଦା ଅତିରିକ୍ତ ତହସିଲଦାର ଭୀମକାନ୍ତ ମାଝୀ ଆଜି ସକାଳ ସମୟରେ ବେଆଇନ ଚୋରା ବାଲି ଚାଲାଣ ଧରପଗଡ଼ ପାଇଁ କାର୍ୟ୍ୟାଳୟରୁ ନିଜ କାର ଧରି ବାହାରିଯିବା ସମୟରେ ତହସିଲ କାର୍ୟ୍ୟାଳୟ ସମ୍ମୁଖରେ ମାଫିଆମାନେ ପ୍ରଥମେ ଅତିରିକ୍ତ ତହସିଲଦାରଙ୍କୁ ଅଟକାଇ ଧମକ ଦେଇଥିଲେ ।
ଏହା ପରେ ମାଫିଆମାନେ ତାଙ୍କୁ ଘେରି ଯିବାରୁ ସେଠାରୁ ଅତିରିକ୍ତ ତହସିଲଦାର ବାହାରି କପ୍ତିପଦା ଥାନା କୁ ଆସିଥିବା ବେଳେ କପ୍ତିପଦା ଥାନା ସମ୍ମୁଖରେ ୧୦ ରୁ ଅଧିକ ବାଲି ମାଫିଆ ଥାନା ସମ୍ମୁଖରେ ଅତିରିକ୍ତ ତହସିଲଦାରଙ୍କ ଗାଡିକୁ ଇଟା ଓ ପଥର ମାଡ଼ କରି ଭାଙ୍ଗି ଚୁରମାର କରିବା ସହିତ ଅତିରିକ୍ତ ତହସିଲଦାର ଭୀମକାନ୍ତ ମାଝୀଙ୍କ କଲର ଧରି ଘୋଷାରିବା ସହିତ ମାଡ଼ ମଧ୍ୟ ମାରିଥିଲେ। ଥାନା ସମ୍ମୁଖରେ ଏଭଳି ଘଟଣା ଘଟାଇବା ପରେ ମାଫିଆମାନେ ଫେରାର ହୋଇଯାଇଥିଲେ ।
ଅତିରିକ୍ତ ତହସିଲଦାରଙ୍କୁ ଆକ୍ରମଣ
Facebook
Twitter
LinkedIn
Facebook
Twitter
LinkedIn
Recent News
Casino770 : analyse de son offre et de sa situation en France
Casino770 reste une marque de casino en ligne connue, avec une présence documentée depuis plusieurs années et un catalogue historique...
betriviera comparé selon le support crypto et les services bancaires en euros
Pour choisir une plateforme de casino, le moyen de dépôt compte presque autant que les jeux. Cette analyse de casino...
Betzino propose-t-il des loteries, des lootboxes ou des jeux à gains ?
Vous cherchez à savoir si Betzino propose autre chose que les machines à sous, la roulette et le casino en...
winshark casino: Wagering-Anforderungen verständlich erklärt
Wer den winshark casino Wagering Requirements näher betrachtet, sollte nicht nur auf die beworbene Bonusgröße achten. Entscheidend sind Umsatzfaktor, Höchsteinsatz,...







