The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଆଉ ଅଢେଇ ଟନର ବିସ୍ଫୋରକ ଜବତ

Facebook
Twitter
LinkedIn

ମାଲକାନଗିରି : ସର୍ଚ୍ଚ ଅପରେସନ ବେଳେ ଆଉ ଅଢେଇ ଟନର ବିସ୍ଫୋରକ ଜବତ । ଝାଡଖଣ୍ଡ ଜରେଇକେଲା ଥାନା ତିରିଲିପୋଷ ଜଙ୍ଗଲରେ ଜବତ । ମାଓବାଦୀ ମାଟି ତଳେ ଲୁଚାଇ ରଖିଥିଲା ବେଳେ ଜବତ ହେଲା । କୋବ୍ରା ବାଟାଲିୟନ , ଡିଭିଏଫ, ଆଇଆରବି ଓ ଏସଓଜି ଯବାନଙ୍କ ଦ୍ୱାରା ଜବତ । ନିକଟରେ ମାଓବାଦୀ ୪ ଟନ ବିସ୍ଫୋରକ ଲୁଟ କରିଥିଲେ । କେ,ବଲାଙ୍ଗ ଥାନା ବାଙ୍କୋ ଖଣି ଅଞ୍ଚଳର ବିସ୍ଫୋରକ ଲୁଟ କରିଥିଲେ । ସୂଚନାଯୋଗ୍ୟ, ସୁନ୍ଦରଗଡ଼ ଜିଲ୍ଲା କେ. ବଲାଙ୍ଗ ଥାନା ଅନ୍ତର୍ଗତ ବାଙ୍କୋ ପଥର ଖଣିରୁ ବିପୁଳ ପରିମାଣର ବିସ୍ଫୋରକ ଲୁଟ୍ ଘଟଣା ସାରାରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଥିଲା। ଝାରଖଣ୍ଡ ପୁଲିସ ଡିଜି ଯୋଗେଶ ବାହାଦୁର ଖୁରାନିଆ ଆଜି ବରିଷ୍ଠ ଅଧିକାରୀଙ୍କ ସହ ଘଟଣାସ୍ଥଳ ପରିଦର୍ଶନ କରି ତନାଘନା କରିଥିଲେ। ଏହି ଲୁଟ୍ ଘଟଣା ୨୦୦୯ର ସମାନ ଘଟଣାକୁ ମନେପକାଇ ଦେଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ବଦଳିବ ହେଲଥ୍ କାର୍ଡ ଲୋଗୋ, ଖୁବଶୀଘ୍ର ମିଳିବ ଆୟୁଷ୍ମାନ କାର୍ଡ ; ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

ଅସୁସ୍ଥ ଥିଲେ ରଥଯାତ୍ରା ଭିଡକୁ ଆସନ୍ତୁ ନାହିଁ –ମନ୍ତ୍ରୀ

ପୁରୀ : ଅସୁସ୍ଥ ଥିଲେ ଭିଡ଼କୁ ଆସନ୍ତୁ ନାହିଁ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି । କୋଭିଡ ପାଇଁ ଭୟ କରିବାର ଆବଶ୍ୟକତା ନାହିଁ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି...

୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ରୁଣରେ ସୁଧ ଦେବେନି ଏସଏଚଜି ମହିଳା, ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ

ବନ୍ୟଜନ୍ତୁ ଆକ୍ରମଣରେ ମୃତ୍ୟୁ କାଳୀନ ସହାୟତା ରାଶି ବଢିଲା, ମୃତ୍ୟୁ ହେଲେ ମିଳିବ ୧୦ ଲକ୍ଷ

ଭୁବନେଶ୍ୱର : ବନ୍ୟଜନ୍ତୁ ଆକ୍ରମଣରେ ମୃତ୍ୟୁ କାଳୀନ ସହାୟତା ରାଶି ବଢିଲା । ପୂର୍ବରୁ ମିଳୁଥିବା ୬ ଲକ୍ଷ ଟଙ୍କା ୧୦ ଲକ୍ଷକୁୁ ବଢିଲା । ସହାୟତା...

Login