The Ultimate Managed Hosting Platform
ADVERTISEMENT

ମଣିପୁରରେ ପୁଣି ଭୂକମ୍ପ ଝଟକା

Facebook
Twitter
LinkedIn

ନୂଆଦିଲ୍ଲୀ : ପୁଣି ଭୂକମ୍ପରେ ଥରିଲା ମଣିପୁର । ଆଜି ମଣିପୁର ଚୁରାଚାନ୍ଦିପୁରରେ ୩.୫ ତୀବ୍ରତାରେ ଭୂକମ୍ପ ଅନୁଭୂତ ହୋଇଛି । ବର୍ଷା, ବନ୍ୟା ପରେ ଭୂକମ୍ପ ମଣିପୁରରେ ଭୟ ସୃଷ୍ଟି କରିଛି । ଯାହା ଫଳରେ ଲୋକ ଘରୁ ବାହାରକୁ ଦୌଡି ଆସିଥିଲେ । ଭୂକମ୍ପର କେନ୍ଦ୍ରସ୍ଥଳ ୧୫ କିଲୋମିଟର ଗଭୀରତାରେ ବୋଲି ଜଣାପଡିଛି ।
ସୂଚନାନୁଯାୟୀ, ଏପର୍ୟ୍ୟନ୍ତ କୌଣସି କ୍ଷୟକ୍ଷତିର ସୂଚନା ମିଳିପାରିନାହିଁ । ସୋମବାର ଭୂକମ୍ପ ହୋଇଥିବା ସୂଚନା ମିଳୁଛି । ରାତିରେ ଲୋକେ ଶୋଇଥିବାବେଳେ ବିଳମ୍ବିତ ରାତିରେ ଭୂକମ୍ପର ଝଟକା ଅନୁଭୂତ ହୋଇଥିଲା । ଭୂକମ୍ପର ଝଟକା ରାତି ପ୍ରାୟ ୨ଟା ୫୫ମିନିଟରେ ଅନୁଭୂତ ହୋଇଥିଲା । ଯାହା ପରେ ଲୋକଙ୍କ ନିଦ ଭାଙ୍ଗି ଯାଇଥିଲା ଏବଂ ଭୟରେ ଘରୁ ବାହାରି ଯାଇଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

Operation Sindoor : ଭାରତ-ପାକ ଯୁଦ୍ଧ: ପାକିସ୍ତାନକୁ ଆମେରିକା ରାଷ୍ଟ୍ରପତିଙ୍କ କଡା ଚେତାବନୀ

ଭାରତକୁ ଟ୍ରମ୍ପଙ୍କ ଧମକ , ୨୪ ଘଣ୍ଟାରେ ଶୁଳ୍କ ବୃଦ୍ଧି କରିବେ ଟ୍ରମ୍ପ

ନୂଆଦିଲ୍ଲୀ : ଭାରତକୁ ଟ୍ରମ୍ପଙ୍କ ନୂଆ ଧମକ । ୨୪ ଘଣ୍ଟାରେ ଭାରତ ଉପରେ ବଡ଼ ଶୁଳ୍କ ବୃଦ୍ଧି କରିବାକୁ ଧମକ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ।...

ADVERTISEMENT
ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲି : ମୋହାଲି ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ। ଚାଲିଗଲା ୨ଜଣକ ଜୀବନ। ବୁଧବାର ଦିନ ପଞ୍ଜାବର ମୋହାଲିରେ ଏକ ଅକ୍ସିଜେନ ପ୍ଲାଣ୍ଟରେ ବଡ଼ ବିସ୍ଫୋରଣ ଘଟିବାରୁ ଏପର୍ୟ୍ୟନ୍ତ...

Login