ଭୁବନେଶ୍ୱର : ରାଜ୍ୟରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ୧୫କୁ ବୃଦ୍ଧି । ସୂଚନା ଦେଲେ ଜନସ୍ୱାସ୍ଥ୍ୟ ନିଦେ୍ର୍ଦଶକ ଡା. ନୀଳକଣ୍ଠ ମିଶ୍ର । ଯେତିକି ପରୀକ୍ଷା ହେଉଛି ବହୁତ କମ ପଜିଟିଭ ଆସୁଛି । ଗହଳି ସ୍ଥାନକୁ ଯାଆନ୍ତୁନି, ଦରକାର ପଡିଲେ ମାସ୍କ, ଗ୍ଲୋଭସ ପିନ୍ଧନ୍ତୁ । ପୂର୍ବରୁ ୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଗତକାଲି ଆଉ ୨-୩ଟି କେସ ଆସିଛି। ସଂଖ୍ୟା ଢେର ଅଧିକ ବଢିନି ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର ସୂଚନା ପ୍ରଦାନ କରିଛନ୍ତି।
Views: 28