The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଦେଶରେ ୪ ହଜାର ମୁହାଁ କରୋନା କେସ, ରଥଯାତ୍ରାକୁ ନଜରରେ ରଖି ସ୍ୱାସ୍ଥ୍ୟ ବିଭାଗର ବଢିଲା ଚିନ୍ତା

Facebook
Twitter
LinkedIn

ଭୁବନେଶ୍ୱର : ଦେଶରେ ବଢୁଛି ସଂକ୍ରମିତଙ୍କ ସଂଖ୍ୟା । ଏବେ ୩ହଜାର ୯୬୧ ରହିଛି କରୋନା ଆକ୍ସିଭ କେସ । ରାଜ୍ୟରେ ବି ବଢୁଛି କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା । ଆଗକୁ ରଥଯାତ୍ରା ଥିବାରୁ ଭିଡ଼କୁ ଦୃଷ୍ଟିରେ ରଖି ବଢ଼ିଲା ସ୍ୱାସ୍ଥ୍ୟ ବିଭାଗର ଚିନ୍ତା । ରଥଯାତ୍ରା ପାଇଁ ଆଜି କିମ୍ବା ଆସନ୍ତାକାଲି ହେବ ସମୀକ୍ଷା ବୈଠକ । ଏହାପରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇପାରେ ବୋଲି କହିଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର ।ଏହାସହ ରାଜ୍ୟବାସୀଙ୍କୁ ସତର୍କ ରହିବାକୁ ଆହ୍ୱାନ ଦେଇଛି ସ୍ୱାସ୍ଥ୍ୟ ବିଭାଗ । ଷ୍ଟାଣ୍ଡାର୍ଡ ପ୍ରୋଟୋକୋଲ ମାନିବାକୁ ସମସ୍ତଙ୍କୁ ପରାମର୍ଶ ଦିଆଯାଇଛି । ଲୋକଙ୍କୁ ଗହଳିକୁ ନ ଯିବାକୁ ପରାମର୍ଶ ଦେବା ସହ ହାତ ଧୋଇବା ସହ ଗ୍ଲୋବସ ପିନ୍ଧିବା ଓ ମାସ୍କ ବ୍ୟବହାର କରିବାକୁ ପରାମର୍ଶ ଦିଆଯାଇଛି ।  

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଗଛରେ ପିଟି ହେଲା କାର , ବ୍ୟାଙ୍କ ମ୍ୟାନେଜରଙ୍କ ଚାଲିଗଲା ଜୀବନ

ବଲାଙ୍ଗୀର : ବଲାଙ୍ଗୀରଜିଲ୍ଲା ବନ୍ଧପଡ଼ା ରାସ୍ତାରେ ଚଳନ୍ତା କାର୍କୁ ଧକ୍କା ଦେଳା ଦ୍ରୁତଗାମୀ ଟ୍ରକ୍। କାର ଦୁର୍ଘଟଣାରେ ବ୍ୟାଟଙ୍କ ମ୍ୟାନେଜରଙ୍କ ମୃତ୍ୟୁ ଘଟିଛି। ଟ୍ରକ୍ ଦୁର୍ଘଟଣାର ସାମ୍ନା...

ADVERTISEMENT
ପାକିସ୍ତାନକୁ ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା !

ପାକିସ୍ତାନକୁ ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା !

ନୂଆଦିଲ୍ଲୀ : ପାକିସ୍ତାନକୁ ୨ବିଲିୟନ ଡଲାରର ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭାରତ ଉପରେ ଶୁଳ୍କ ଲାଗୁ ନେଇ ଆରମ୍ଭ ହୋଇଥିବା ଉତ୍ତେଜନା...

Login