The Ultimate Managed Hosting Platform
ADVERTISEMENT

ଭିଜିଲାନ୍ସ ଜାଲରେ ଜିଲ୍ଲା କୃଷି ଅଧିକାରୀ

Facebook
Twitter
LinkedIn

ମାଲକାନଗିରି: ଭିଜିଲାନ୍ସ ଜାଲରେ କୃଷି ଅଧିକାରୀ । ମାଲକାନଗିରି ଜିଲ୍ଲା କୃଷି ଅଧିକାରୀ ଏମ୍‌. ଆନନ୍ଦ ରାଓଙ୍କ ଘରେ ଭିଜିଲାନ୍ସ ରେଡ୍ । ଏକାସାଙ୍ଗେ ବିଭିନ୍ନ ସ୍ଥାନରେ ଚାଲିଛି ଚଢାଉ । ସୂଚନା ଅନୁଯାୟୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମାଲକାନଗିରି ଜିଲ୍ଲା କୃଷି ଅଧିକାରୀ ଏମ୍‌. ଆନନ୍ଦ ରାଓଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ମାଲକାନଗିରିସ୍ଥିତ ଅଫିସ ସମେତ ସରକାରୀ ବାସଭବନରେ ମଧ୍ୟ ଭିଜିଲାନ୍ସର ଚଢାଉ ଜାରି ରହିଛି । ତେବେ ବର୍ତ୍ତମାନ ସୁଦ୍ଧା ଘରୁ କିଛି ନଗଦ ଟଙ୍କା ସହ ସୁନା ଗହଣା ଠାବ ହୋଇଥିବା ସୂଚନା ମିଳିଛି । ତେବେ କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି । ସେନେଇ ସବିଶେଷ ତଥ୍ୟ ହାସଲ ହୋଇନାହିଁ । ଚଢାଉ ଏବେବି ଜାରି ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟାୟ ପାଇଁ ପୁଣି ଥରେ ଜିଲ୍ଲାପାଳଙ୍କ ନିକଟରେ ଅନୁରୋଧ କଲେ ପିହୁଙ୍କ ମାଆ

ନ୍ୟାୟ ପାଇଁ ପୁଣି ଥରେ ଜିଲ୍ଲାପାଳଙ୍କ ନିକଟରେ ଅନୁରୋଧ କଲେ ପିହୁଙ୍କ ମାଆ

ଭୁବନେଶ୍ୱର : କୁନି ଝିଅ ପିହୁକୁ ଅପହରଣ ହେବାକୁ ବିତିଲାଣି ୫ ବର୍ଷ । ହେଲେ ଏପର୍ଯ୍ୟନ୍ତ ପିହୁର ପତ୍ତା ମିଳୁନି । ଯାଜପୁର ଜିଲ୍ଲା ବିଂଝାରପୁର...

Login