The Ultimate Managed Hosting Platform
ADVERTISEMENT

କେନ୍ଦ୍ରୀୟ ଡେପୁଟେସନରେ ଗଲେ ଆଇଏଏସ ଅଧିକାରୀ ଆଶିଷ ଠାକରେ

Facebook
Twitter
LinkedIn

ଭୁବନେଶ୍ୱର : କେନ୍ଦ୍ରୀୟ ଡେପୁଟେସନରେ ଗଲେ ଆଇଏଏସ୍ ଅଧିକାରୀ ଆଶିଷ ଠାକରେ । ୨୦୧୧ ବ୍ୟାଚର ଏହି ଆଇଏଏସ ଅଧିକାରୀଙ୍କୁ ନିଯୁକ୍ତି ମିଳିଛି । ସେ ଦିଲ୍ଲୀରେ ଭିନ୍ନକ୍ଷମ ଶସକ୍ତିକରଣ ମନ୍ତ୍ରଣାଳୟର ନିର୍ଦ୍ଦେଶକ ଭାବେ କାମ କରିବେ ।ଏନେଇ DOPT ପକ୍ଷରୁ ଆଜି ବିଦ୍ଧିବଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି । ଏଥିରେ କୁହାଯାଇଛି ଏହି ନିଯୁକ୍ତି ତାଙ୍କୁ ୫ ବର୍ଷ ପାଇଁ ମିଳିଛି । ୩ ସପ୍ତାହ ମଧ୍ୟରେ କାର୍ୟ୍ୟରେ ଯୋଗ ଦେବାକୁ କୁହାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login