ବ୍ୟୁରୋ : ଜାମୁକୋଳି ଏକ ପୁଷ୍ଟିକର ଫଳ । ଏଥିରେ ଆଣ୍ଟିଅକ୍ସିଡାଣ୍ଟ, ଫସଫରସ୍, କ୍ୟାଲସିୟମ୍ ଭରପୂର ଥାଏ । ଏଥିରେ ଶରୀର ପାଇଁ ଆବଶ୍ୟକ ଅନ୍ୟାନ୍ୟ ପୋଷକ ତତ୍ବ ମଧ୍ୟ ରହିଥାଏ । ଯେପରିକି ଫାଇବର, ଫୋଲିକ୍ ଏସିଡ୍, ଫ୍ୟାଟ୍, ପ୍ରୋଟିନ୍, ସୋଡିୟମ୍, ରାଇବୋଫ୍ଲାଭିନ, ଥିଏମାଇନ୍, କାରୋଟିନ୍ ଇତ୍ୟାଦି ।ଆପଣମାନେ ନିଶ୍ଚିତ ଭାବରେ ଜାଣିଥିବେ ଯେ, ଜାମୁ କୋଳି ବର୍ଷା ଦିନେ ହୋଇଥାଏ । ଏହି ରୁତୁରେ ଜାମୁ କୋଳି ଖାଇବା ଦ୍ବାରା ଅନେକ ଫାଇଦା ମଧ୍ୟ ମିଳିଥାଏ । ଏହା ଦେହ ପାଇଁ ବହୁତ ହିତକର ହୋଇଥାଏ । ଏଥି ସହ ଜାମୁ କୋଳିରେ ଅନେକ ଔଷଧୀୟ ଗୁଣ ରହିଥାଏ । ଆପଣମାନେ ଜାଣିରଖନ୍ତୁ ଯେ, ଜାମୁକୋଳିର ରସ ପିଇବା ଦ୍ବାରା ପେଟ ଜନିତ ସମସ୍ୟା ଦେଖାଯାଇନଥାଏ । ଡାଇରିଆ ରୋଗରୁ ଉପସମ ମଧ୍ୟ ମିଳିଥାଏ ।
ଯଦି ପେଟରେ କୌଣସି ସମସ୍ୟା ହୋଇଥାଏ, ଜାମୁକୋଳି ଖାଇବା ଦ୍ବାରା ରୋଗରୁ ମୁକ୍ତି ମିଳିଥାଏ । ଜାମୁକୋଳି ମଞ୍ଜୀର ଗୁଣ୍ଡକୁ ଦହି କିମ୍ବା ପାଣିରେ ମିଶାଇ ପିଇବା ଦ୍ବାରା ଏହି ରୋଗରୁ ଉପସମ ମଧ୍ୟ ମିଳିଥାଏ । ଭିନେଗାରରେ ଜାମୁ କୋଳିକୁ ଭିଜାଇ ପ୍ରତିଦିନ ସକାଳ ଓ ସଞ୍ଜରେ ଖାଇବା ଦ୍ବାରା ପିତ ଜନିତ ସମସ୍ୟାରୁ ମୁକ୍ତି ମିଳିଥାଏ ।
ଏଥିରୁ ଆପଣଙ୍କୁ ଲୌହ ,କ୍ୟାଲସିୟମ୍ଅ,ପ୍ରୋଟିନ,ଫାଇବର ଓ କାର୍ବୋହାଇଡ୍ରେଟ ଆଦି ପୋଷଣ ମିଳିଥାଏ । ଏହା ଆପଣଙ୍କର ବ୍ରଣ ସମସ୍ୟାର ସମାଧାନ କରିଥାଏ । ଯଦି ଆପଣଙ୍କର ବ୍ରଣଜନିତ କିଛି ସମସ୍ୟା ଥାଏ, ଆପଣ ଏହି ପତ୍ରର ରସକୁ ମୁଁହରେ ଲଗାଇପାରିବେ ।ଯଦି ଆପଣଙ୍କର ସୁଗାର ସମ୍ଭନ୍ଧୀୟ କିଛି ସମସ୍ୟା ଥାଏ ତ ଆପଣ ଜାମୁକୋଳି ମଞ୍ଜିରେ ପାଉଡର ତିଆରି କରି ଏହାକୁ ଖାଇପାରିବେ । ଏହା କରିବା ଦ୍ୱାରା ଆପଣଙ୍କ ଶରୀରରେ ସୁଗାର ଲେବଲ ହ୍ରାସ ହୋଇଥାଏ । ଏହିପରି ଶରୀରରେ ଅନେକ ପ୍ରକାରର ସମସ୍ୟାକୁ ବହୁତ ସହଜରେ ଦୂର କରିଥାଏ ଜାମୁକୋଳି ।
ବ୍ରଣ ସମସ୍ୟାକୁ ଦୂର କରେ ଜାମୁକୋଳି !
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







