The Ultimate Managed Hosting Platform
ADVERTISEMENT

ଗଣଦୁଷ୍କର୍ମ ମାମଲା ; ୪ ଗିରଫ

Facebook
Twitter
LinkedIn

ବ୍ରହ୍ମପୁର : ୨ ନାବାଳିକାଙ୍କୁ ଗଣଦୁଷ୍କର୍ମ ମାମଲାରେ ୪ ଗିରଫ । ୪ ଅଭିଯୁକ୍ତଙ୍କୁ ଗିରଫ କଲା ଗୋଳନ୍ଥରା ଥାନା ପୋଲିସ । ବିଶାଖାପାଟଣା ପେରାର ବେଳେ ଧରିଲା ପୋଲିସ । ଦୁଇ ନାବାଳିକାଙ୍କ ଗାଁରେ ହିଁ ଅଭିଯୁକ୍ତମାନେ ଲୁଚି ରହିଥିଲେ। ଗିରଫ ପରେ ଆଜି ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଛି ପୋଲିସ । ଏକ ଶୁଭକାର୍ୟ୍ୟରେ ଯୋଗ ଦେବାକୁ ଯାଇଥିବା ବେଳେ ନାବାଳିକାଙ୍କ ସହ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିଲା। ଗୋଳନ୍ଥରା ଥାନାରେ ଲିଖିତ ଅଭିଯୋଗ କରିଥିଲେ ପୀଡ଼ିତାଙ୍କ ପରିବାର ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ତୃତୀୟ ବର୍ଷ ପୂର୍ତ୍ତି ଉପଲକ୍ଷେ ମୋଦି ସରକାରଙ୍କୁ ବାଲୁକା କଳାରେ ଶୁଭେଚ୍ଛା ଜଣାଇଲେ ସୁଦର୍ଶନ

ତୃତୀୟ ବର୍ଷ ପୂର୍ତ୍ତି ଉପଲକ୍ଷେ ମୋଦି ସରକାରଙ୍କୁ ବାଲୁକା କଳାରେ ଶୁଭେଚ୍ଛା ଜଣାଇଲେ ସୁଦର୍ଶନ

ପୁରୀ : କେନ୍ଦ୍ରରେ ମୋଦି ସରକାରଙ୍କ ୧୧ବର୍ଷ ପୂର୍ତ୍ତି ଉପଲକ୍ଷେ ଶୁଭେଚ୍ଛା । ପୁରୀ ନୀଳାଦ୍ରି ବିଚ୍ ପରିସରରେ ୬ଫୁଟର ଏକ ସୁନ୍ଦର ବାଲୁକା କଳା ନିର୍ମାଣ...

ADVERTISEMENT

Login