The Ultimate Managed Hosting Platform
ADVERTISEMENT

୨୪ ଘଣ୍ଟାରେ ଦେଶରେ ୩୫୮ ନୂଆ ମାମଲା ଚିହ୍ନଟ , ମୋଟ ଆକ୍ଟିଭ କେସ ୬୪୯୧

Facebook
Twitter
LinkedIn

ନୂଆଦିଲ୍ଲୀ : ଦେଶରେ ବୃଦ୍ଧି ପାଉଛି କୋଭିଡ୍ ସଂକ୍ରମଣ । ଆକ୍ଟିଭ କେସ୍ ୬୪୯୧ । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ମୁତାବକ ଆଜି ସୁଦ୍ଧା ୬୪୯୧ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁଛି । ଗତ ୨୪ ଘଣ୍ଟରେ ୩୫୮ଟି ନୂଆ ମାମଲା ଚିହ୍ନଟ ହୋଇଛି । ଆଜି କୌଣସି ମୃତ୍ୟୁଜନିତ ଖବର ଆସିନାହିଁ । ସବୁଠାରୁ ଅଧିକ ସଂକ୍ରମିତ କେରଳରେ ଚିହ୍ନଟ ହୋଇଛନ୍ତି । କେରଳରେ ୧୯୫୭ କୋଭିଡ ପଜିଟିଭ ଆକ୍ରାନ୍ତ ରହିଛନ୍ତି ।JN.1 ପ୍ରକାରର ସବୁଠାରୁ ବଡ଼ ସମସ୍ୟା ହେଉଛି ଏହା ଲୋକଙ୍କ ମଧ୍ୟରେ ବହୁତ ଶୀଘ୍ର ବ୍ୟାପିଥାଏ । ଏଥିରେ ଏକ ଅତିରିକ୍ତ ପରିବର୍ତ୍ତନ ଅଛି ଯାହା ଏହାକୁ କୋଷଗୁଡିକରେ ପ୍ରବେଶ କରିବାରେ ଏବଂ ରୋଗ ପ୍ରତିରୋଧକ ଶକ୍ତିକୁ ଦୁର୍ବଳ କରିବାରେ ସାହାଯ୍ୟ କରିଥାଏ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

Operation Sindoor : ଭାରତ-ପାକ ଯୁଦ୍ଧ: ପାକିସ୍ତାନକୁ ଆମେରିକା ରାଷ୍ଟ୍ରପତିଙ୍କ କଡା ଚେତାବନୀ

ଭାରତକୁ ଟ୍ରମ୍ପଙ୍କ ଧମକ , ୨୪ ଘଣ୍ଟାରେ ଶୁଳ୍କ ବୃଦ୍ଧି କରିବେ ଟ୍ରମ୍ପ

ନୂଆଦିଲ୍ଲୀ : ଭାରତକୁ ଟ୍ରମ୍ପଙ୍କ ନୂଆ ଧମକ । ୨୪ ଘଣ୍ଟାରେ ଭାରତ ଉପରେ ବଡ଼ ଶୁଳ୍କ ବୃଦ୍ଧି କରିବାକୁ ଧମକ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ।...

ADVERTISEMENT
ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲି : ମୋହାଲି ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ। ଚାଲିଗଲା ୨ଜଣକ ଜୀବନ। ବୁଧବାର ଦିନ ପଞ୍ଜାବର ମୋହାଲିରେ ଏକ ଅକ୍ସିଜେନ ପ୍ଲାଣ୍ଟରେ ବଡ଼ ବିସ୍ଫୋରଣ ଘଟିବାରୁ ଏପର୍ୟ୍ୟନ୍ତ...

Login