The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ନାମିତ ହେବ ମହାପୁରୁଷ ଆଦର୍ଶ ଗାଁ –ମନ୍ତ୍ରୀ ରବି ନାୟକ

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟର ୧୦୦ରୁ ୧୫୦ ଗାଁ ହେବ ମହାପୁରୁଷ ଆଦର୍ଶ ଗାଁ । ମହାପୁରୁଷ ଆଦର୍ଶ ଗାଁ କରିବ ପଞ୍ଚାୟତିରାଦ ବିଭାଗ । ଏ ନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାୟକଙ୍କ ସୂଚନା । ଏହି ଯୋଜନା ଅନ୍ତର୍ଗତ ସ୍ୱାଧୀନତା ସଂଗ୍ରାମ ସମୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ବିଶିଷ୍ଟ ବ୍ୟକ୍ତିବିଶେଷଙ୍କ ସହ ଜଡିତ ଗ୍ରାମଗୁଡ଼ିକୁ ବିକଶିତ କରାଯିବ । ଐତିହାସିକ ଭାବରେ ଗୁରୁତ୍ୱପୂର୍ଣ୍ଣ କିନ୍ତୁ ଅବହେଳିତ ଏହି ଅଞ୍ଚଳଗୁଡ଼ିକୁ ପୁନରୁଦ୍ଧାର କରିବା ପାଇଁ ପଦକ୍ଷେପ ସ୍ବରୂପ ରାସ୍ତା, ପାନୀୟ ଜଳ, ଜଳସେଚନ, ଶିକ୍ଷା ଏବଂ ସ୍ୱାସ୍ଥ୍ୟସେବା ସୁବିଧାର ଉନ୍ନତି ଉପରେ ଧ୍ୟାନ ପ୍ରଦାନ କରାଯିବ। ମନ୍ତ୍ରୀ ନିଶ୍ଚିତ କରିଛନ୍ତି ଯେ, ଏସମ୍ପର୍କରେ ପ୍ରକ୍ରିୟା ଆରମ୍ଭ ହୋଇସାରିଛି ଏବଂ ସେହି ଗ୍ରାମଗୁଡ଼ିକର ଦ୍ରୁତ ବିକାଶ ସୁନିଶ୍ଚିତ କରିବା ପାଇଁ ନଅ ରୁ ଦଶଟି ବିଭାଗ ନିଜ ନିଜର ଯୋଗଦାନ ଦେବେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଗଛରେ ପିଟି ହେଲା କାର , ବ୍ୟାଙ୍କ ମ୍ୟାନେଜରଙ୍କ ଚାଲିଗଲା ଜୀବନ

ବଲାଙ୍ଗୀର : ବଲାଙ୍ଗୀରଜିଲ୍ଲା ବନ୍ଧପଡ଼ା ରାସ୍ତାରେ ଚଳନ୍ତା କାର୍କୁ ଧକ୍କା ଦେଳା ଦ୍ରୁତଗାମୀ ଟ୍ରକ୍। କାର ଦୁର୍ଘଟଣାରେ ବ୍ୟାଟଙ୍କ ମ୍ୟାନେଜରଙ୍କ ମୃତ୍ୟୁ ଘଟିଛି। ଟ୍ରକ୍ ଦୁର୍ଘଟଣାର ସାମ୍ନା...

ADVERTISEMENT
ପାକିସ୍ତାନକୁ ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା !

ପାକିସ୍ତାନକୁ ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା !

ନୂଆଦିଲ୍ଲୀ : ପାକିସ୍ତାନକୁ ୨ବିଲିୟନ ଡଲାରର ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭାରତ ଉପରେ ଶୁଳ୍କ ଲାଗୁ ନେଇ ଆରମ୍ଭ ହୋଇଥିବା ଉତ୍ତେଜନା...

Login