ଭୁବନେଶ୍ୱର : ବିଜେଡିର ଜନଜାଗରଣ କାର୍ଯ୍ୟକ୍ରମରେ ସରକାରଙ୍କୁ ଟାର୍ଗେଟ । ବର୍ଷକର କାର୍ଯ୍ୟକ୍ରମକୁ ନେଇ ଟାର୍ଗେଟ କଲେ । କୁହାଯାଉଛି ଲୋକଙ୍କ ସରକାର , କିନ୍ତୁ କାହାନ୍ତି ପଚାରିଲେ ନବୀନ । କେବଳ ଲମ୍ବା ଭାଷଣ କି ବଡ଼ ବଡ଼ ବିଜ୍ଞାପନରେ ବିକାଶ ହୁଏନି ବୋଲି କହିଛନ୍ତି ନବୀନ । ବିଜେଡିର ରାଜ୍ୟ କର୍ମକର୍ତ୍ତା ବୈଠକକୁ ପରେ ଜନଜାଗରଣ ଅଭିଯାନକୁ ଶଙ୍ଖଭବନରେ ସମ୍ବୋଧିତ କରି ଏହା କହିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ।
ବିଜେଡି ସରକାର ଅମଳରେ ୯୦ ପ୍ରତିଶତ ଲୋକ ବିଏସକେୱାଇ ଯୋଜନାରୁ ମାଗଣା ଚିକିତ୍ସା ସୁବିଧା ପାଉଥିଲେ । ଏବେ ଆୟୁଷ୍ମାନ ଭାରତ ଲାଗୁ ହେବା ପରେ ଲୋକଙ୍କୁ ମେଡିସିନ ମିଳୁନି କି ମାଗଣା ଚିକିତ୍ସା ସୁବିଧା ବି ମିଳିପାରୁନି । ହଜାର ହଜାର ଲୋକ, ବୁଢାବୁଢୀ, କ୍ୟାନସର ରୋଗୀ ଓ ପିଲାମାନେ ହଇରାଣ ହେଉଛନ୍ତି । ସ୍ବାସ୍ଥ୍ୟସେବା ସମ୍ପୂର୍ଣ୍ଣ ଭାବେ ଭୁଶୁଡି ପଡିଛି । ରାଜ୍ୟର ୧୯ ଜିଲ୍ଲାରେ ଏବେ ସିଡିଏମଓ ନାହାଁନ୍ତି । ଏହା ହେଉଛି ବିଜେପି ସରକାରର ସଫଳତା ବୋଲି ତାତ୍ସଲ୍ୟ କରିଛନ୍ତି ନବୀନ । ମିଶନ ଶକ୍ତିରେ ୭୦ ଲକ୍ଷ ମହିଳାଙ୍କୁ ସଶକ୍ତ କରି ଓଡିଶା ସାରା ଦେଶରେ ରେକର୍ଡ କରିଥିଲା । ବିଜେଡି ଲୋକଙ୍କ ସହ ସବୁବେଳେ ରହିଛି । ଦଳର ନେତା ଓ ତୃଣମୂଳ ସ୍ତରରେ କର୍ମୀମାନେ ଲୋକଙ୍କ ସେବା ଜାରି ରଖିବାକୁ ନବୀନ ଆହ୍ବାନ ଦେଇଛନ୍ତି ।
କେବଳ ଲମ୍ବା ଭାଷଣ , ବଡ ଆଡଭରଟାଇଜମେଣ୍ଟରେ ବିକାଶ ହୁଏନି ; ନବୀନ
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







