ଅହମ୍ମଦାବାଦ : ଅହମ୍ମଦାବାଦରେ ବିମାନ ଦୁର୍ଘଟଣା । ଗୁଜୁରାଟ ସିଏମଙ୍କ ସହ କଥା ହେଲେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା । ପୋଲିସ କମିଶନରଙ୍କ ସହ ମଧ୍ୟ କଥା ହେଲେ ଶାହା । ଯୁଦ୍ଧକାଳୀନ ଉଦ୍ଧାର ପାଇଁ ଦେଲେ ନିଦେ୍ର୍ଦଶ ।
ସୂଚନା ଅନୁଯାୟୀ, ଅହମ୍ମଦାବାଦ ବିମାନ ବନ୍ଦର ନିକଟରେ ବିମାନ ଦୁର୍ଘଟଣା । ଦୁର୍ଘଟଣାଗ୍ରସ୍ତ ବିମାନରେ ନିଆଁ ଲାଗି ଯାଇଥିବା ସୂଚନା । ବଡ ଧରଣର ଦୁର୍ଘଟଣା , ଆକାଶରେ କଳା ଧୂଆଁର ଆସ୍ତରଣ । କେଉଁ ପ୍ରକାରର ବିମାନ ଥିଲା, କଁଣ କ୍ଷତି ହୋଇଛି ସ୍ପଷ୍ଟ ହୋଇନି । ଏଥିରେ ୨୪୨ ଜଣ ଯାତ୍ରୀ ଥିବା ସୂଚନା ରହିଛି । ପ୍ରାଥମିକ ରିପୋର୍ଟ ମୁତାବକ, ବିମାନର ଇଞ୍ଜିନରେ ଯାନ୍ତ୍ରିକ ତ୍ରୁଟି ଦେଖାଯିବାରୁ ଏଭଳି ଦୁର୍ଘଟଣା ଘଟିଛି । ଘଟଣାସ୍ଥଳରେ ଫାୟାର ବିଗ୍ରେଡ୍ ଗାଡ଼ି ପହଞ୍ଚି ନିଆଁ ଲିଭାଇବାକୁ ଚେଷ୍ଟା କରୁଥିଲେ ବି ଦୁର୍ଘଟଣା ଏତେ ଭୟଙ୍କର ରହିଛି ଯେ ନିଆଁ ଲିଭାଇବା କଷ୍ଟସାଧ୍ୟ ହେଉଛି । ଏୟାର ଇଣ୍ଡିଆ ଇଓ-୧୭୧ ବିମାନ ଅହମ୍ମଦାବାଦରୁ ଲଣ୍ଡନ ଅଭିମୁଖେ ଦିନ ପାଖାପାଖି ସାଢ଼େ ୧ଟାରେ ଉଡ଼ାଣ ଭରୁଥିବାବେଳେ ଖସିପଡ଼ିଥିବା କୁହାଯାଉଛି ।
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଗୁଜୁରାଟ ସିଏମଙ୍କ ସହ କଥା ହେଲେ ସ୍ୱରାଷ୍ଟ୍ର ମନ୍ତ୍ରୀ ଶାହା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











