The Ultimate Managed Hosting Platform
ADVERTISEMENT

ଜାପାନରେ ଶକ୍ତିଶାଳୀ ଭୂକମ୍ପ

Facebook
Twitter
LinkedIn

ନୂଆଦିଲ୍ଲୀ : ଭୂକମ୍ପରେ ଦୋହଲିଲା ଜାପାନ । ଜାପାନର ହୋକାଇଡୋ ଉପକୂଳରେ ୬.୧ ତୀବ୍ରତାର ଭୂକମ୍ପ ଝଟକା ଅନୁଭୂତ । ଭୂକମ୍ପ ପରେ ଏପର୍ୟ୍ୟନ୍ତ କୌଣସି ସୁନାମି ଚେତାବନୀ ଜାରି କରାଯାଇନାହିଁ । ଭୂକମ୍ପ ଯୋଗୁଁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଭୟର ଆତଙ୍କ ସୃଷ୍ଟି କରିଛି । ଜାପାନ ସରକାର ଏବଂ ଭୂମିକମ୍ପ ବୈଜ୍ଞାନିକମାନେ ସୁନାମି ନେଇ ସତର୍କତା ଜାରି କରିଛନ୍ତି । ଯେକୌଣସି ପ୍ରକାରର ବିପର୍ୟ୍ୟୟର ମୁକାବିଲା ପାଇଁ ଲୋକଙ୍କୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ପ୍ରାରମ୍ଭିକ ଯାଞ୍ଚରୁ କୗଣସି ପ୍ରକାର କ୍ଷୟକ୍ଷତି ବିଷୟରେ ସୂଚନା ମିଳିନାହିଁ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login