The Ultimate Managed Hosting Platform
ADVERTISEMENT

ଲଗାଣ ବର୍ଷା ; ପାଣି ଘେରରେ ୨୫ ଘର

Facebook
Twitter
LinkedIn

ରାଉରକେଲା : ଲଗାଣ ବର୍ଷା ଯୋଗୁଁ ଘରେ ପଶିଲା ପାଣି । ବାଲୁଘାଟ ଅଞ୍ଚଳରେ ବ୍ରାହ୍ମଣୀ ନଦୀ ପାଣି ଘରେ ପଶିଲା । ଲଗାଣ ବର୍ଷା ଯୋଗୁଁ ପାଣି ଘେରରେ ୨୫ ପରିବାର । ଘରେ ପାଣି ପଶିବାରୁ ସ୍କୁଲ ଘରେ ଆଶ୍ରୟ ନେଲେ ଲୋକେ । କ୍ଷତିଗ୍ରସ୍ତଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କରିଛି ରାଉରକେଲା ମହାନଗର ନିଗମ କତ୍ତୃପକ୍ଷ । ସେପଟେ ଲଗାଣ ବର୍ଷା ଯୋଗୁଁ ପାନପୋଷ, ବାଲୁଘାଟ, ସର୍ଦ୍ଦାର ବସ୍ତିରେ ପଶିଲା ପାଣି । ଜଳ ନିଷ୍କାସନ ପାଇଁ ଆରଏମସିର ଉଦ୍ୟମ ଚାଲିଛି । ସହରର ବିଭିନ୍ନ ପ୍ରମୁଖ ରାସ୍ତା ଜଳାର୍ଣ୍ଣବ ହୋଇଯାଇଛି । ତଳି ଅଞ୍ଚଳରେ ପାଣି ପଶିଛି । ଅନେକ ସ୍ଥାନରେ ଗଛ ପଡ଼ି ରାସ୍ତା ଅବରୋଧ ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ସୃଷ୍ଟି ହେଲା ଲଘୁଚାପ

ଆସନ୍ତାକାଲିଠୁ ବଢିବ ବର୍ଷାର ପରିମାଣ, ୨୭ ତାରିଖ ଯାଏଁ ବର୍ଷା

ଭୁବନେଶ୍ୱର : ଆସନ୍ତାକାଲିଠୁ ରାଜ୍ୟରେ ବଢ଼ିବ ବର୍ଷା ପରିମାଣ । ୨୭ ତାରିଖ ପର୍ୟ୍ୟନ୍ତ ରାଜ୍ୟରେ ଲାଗି ରହିବ ପ୍ରବଳରୁ ଅତିପ୍ରବଳ ବର୍ଷା । ଆଜି ସାରା...

ADVERTISEMENT
ନାଁ ନ ନେଇ ମମତାଙ୍କୁ ଟାର୍ଗେଟ, ଯିଏ କରିବ ସେ ଫଳ ଭୋଗିବ : ପ୍ରଭାତୀ

କର୍ମକ୍ଷେତ୍ରରେ ଯୌନ ଶୋଷଣକାରୀଙ୍କୁ ସାବଧାନ ରୁହନ୍ତୁ , ଶୋଷଣକାରୀଙ୍କ ବିରୋଧରେ ସ୍ୱର ଉଠାଇଲା ମାତ୍ରେ ଆକ୍ସନ : ପ୍ରଭାତୀ ପରିଡା

ଭୁବନେଶ୍ୱର : କର୍ମକ୍ଷେତ୍ରରେ ଯୌନ ଶୋଷଣକାରୀଙ୍କୁ ସାବଧାନ ରୁହନ୍ତୁ । ସେମାନଙ୍କର କୈାଣସି ପ୍ରସ୍ତାବକୁ ଅଗ୍ରାହ୍ୟ କରନ୍ତୁ । ଶୋଷଣକାରୀଙ୍କ ବିରୋଧରେ ସ୍ୱର ଉଠାଇଲା ମାତ୍ରେ ଆକ୍ସନ...