The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

୭ ଏୟାର ଇଣ୍ଡିଆ ବିମାନ ବାତିଲ

Facebook
Twitter
LinkedIn

ନୂଆଦିଲ୍ଲୀ : ପୁଣି ବାତିଲ ହେଲା ଏୟାର ଇଣ୍ଡିଆ ବିମାନ ଉଡାଣ । ୭ଟି ଏୟାର ଇଣ୍ଡିଆ ବିମାନର ଉଡାଣ ବାତିଲ ହୋଇଛି । ୪ଟି ଅନ୍ତର୍ଜାତୀୟ ଓ ୩ଟି ଘରୋଇ ବିମାନ ବାତିଲ । ରକ୍ଷଣାବେକ୍ଷଣ ଓ ଯାଞ୍ଚ ପାଇଁ ଉଡାଣ ବାତିଲ ସୂଚନା । ଏୟାର ଲାଇନ୍ସ ଯାତ୍ରୀଙ୍କୁ ପୁରା ରିଫଣ୍ଡ କିମ୍ବା ମାଗଣା ରିସିଡ୍ୟୁଲ ସୁବିଧା ଯୋଗାଇବ । ବିକଳ୍ପ ଯାତ୍ରା ସୁବିଧା ସହିତ ଯାତ୍ରୀଙ୍କୁ ସୁବିଧା କରିବ ।
ବୟାନରେ ଏୟାର ଇଣ୍ଡିଆ ପକ୍ଷରୁ କୁହାଯାଇଛି, ଆମେ ଯାତ୍ରୀଙ୍କ ଅସୁବିଧା ପାଇଁ ବହୁତ ଦୁଃଖିତ । ଆମର ଗ୍ରାଉଣ୍ଡରେ ଥିବା ସହକର୍ମୀଙ୍କ ପାଇଁ ଖୁବଶୀଘ୍ର ଗନ୍ତବ୍ୟ ସ୍ଥଳକୁ ଉଡ଼ାଣ ଭରିବା ପାଇଁ ବିକଳ୍ପ ବ୍ୟବସ୍ଥା କରାଯିବ । ଯାତ୍ରୀଙ୍କ ଉଡ଼ାଣ ବାତିଲ ରିଫଣ୍ଡ କିମ୍ବା ରିସିଡ୍ୟୁଲ ଦେବାକୁ କୁହାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ରାଜ୍ୟ ମହିଳା କମିସନ ଅଧ୍ୟକ୍ଷା ଭାବେ ଦାୟିତ୍ୱ ଗ୍ରହଣ କଲେ ଶୋଭନା ମହାନ୍ତି

ରାଜ୍ୟ ମହିଳା କମିସନ ଅଧ୍ୟକ୍ଷା ଭାବେ ଦାୟିତ୍ୱ ଗ୍ରହଣ କଲେ ଶୋଭନା ମହାନ୍ତି

ଭୁବନେଶ୍ୱର : ଦାୟିତ୍ବ ଗ୍ରହଣ କଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତି । ତାଙ୍କ ସହ ମହିଳା କମିସନର ଅନ୍ୟ ସଦସ୍ୟା ମାନେ ମଧ୍ୟ...

ମହାପ୍ରସାଦରେ ବ୍ୟବହାର ହେବ ଜୈବିକ ଚାଉଳ

ଅନଲାଇନରେ ମହାପ୍ରସାଦ ବିକ୍ରି ପ୍ରସ୍ତାବକୁ ଶ୍ରୀମନ୍ଦିର ପ୍ରଶାସନ ଓ ରାଜ୍ୟ ସରକାରଙ୍କ ଅଗ୍ରାହ୍ୟ

ଭୁବନେଶ୍ୱର : ଅନଲାଇନରେ ବିକ୍ରି ହେବ ନାହିଁ ମହାପ୍ରସାଦ । ବିଭିନ୍ନ ସଂସ୍ଥା ଦେଇଥିବା ପ୍ରସ୍ତାବକୁ ଅଗ୍ରାହ୍ୟ କଲେ ଶ୍ରୀମନ୍ଦିର ପ୍ରଶାସନ ଓ ରାଜ୍ୟ ସରକାର ।...

ADVERTISEMENT
ପୁରୀ ଅଘଟଣ ନେଇ ମୁଖ୍ୟମନ୍ତ୍ରୀଙ୍କ ସୂଚନା , କହିଲେ ଅବହେଳା ଅକ୍ଷମଣୀୟ

“ଆତ୍ମହତ୍ୟା” କଥା ଶୁଣି ତାଗିଦ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : "ଆତ୍ମହତ୍ୟା" କଥା ଶୁଣି ଅଭିଯୋଗ ପ୍ରକୋଷ୍ଠରେ ତାଗିଦ କଲେ ମୁଖ୍ୟମନ୍ତ୍ରୀ । ଜଗବନ୍ଧୁ ପଣ୍ଡା ନାମକ ଜଣେ ଅଭିଯୋଗକାରୀଙ୍କ ଠାରୁ ଏପରି ଶୁଣି ତାଗିଦ...

Login