The Ultimate Managed Hosting Platform
ADVERTISEMENT

ଭୁବନେଶ୍ୱର ବିମାନ ବନ୍ଦରରେ ପହଁଚିଲେ ପ୍ରଧାନମନ୍ତ୍ରୀ ମୋଦି

Facebook
Twitter
LinkedIn

ଭୁବନେଶ୍ୱର : ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ପହଁଚିଲେ । ପାରମ୍ପରିକ ନୃତ୍ୟ ମାଧ୍ୟମରେ ସ୍ୱାଗତ କରାଯାଇଛି ପ୍ରଧାନମନ୍ତ୍ରୀ ମୋଦିଙ୍କୁ । ବିମାନ ବନ୍ଦରରୁ ସିଧା ଯିବେ ଜନତା ମୈଦାନ । କଳିଙ୍ଗ ଷ୍ଟାଡ଼ିଅମରୁ ଜନତା ମୈଦାନ ହେବ ରୋଡ଼ ଶୋ । ପ୍ରଧାନମନ୍ତ୍ରୀଙ୍କୁ ଦେଖିବା ପାଇଁ ଭୁବନେଶ୍ୱରରେ ଅସମ୍ଭବ ଭିଡ଼ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login