The Ultimate Managed Hosting Platform
ADVERTISEMENT

ପବିତ୍ର ରଥଯାତ୍ରା ଉପଲକ୍ଷେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

Facebook
Twitter
LinkedIn

ପୁରୀ : ଆଜି ହେଉଛି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ଏହି ଅବସରରେ ସାରା ଓଡିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ଟ୍ୱିଟ କରି ଲେଖିଛନ୍ତି ଯେ , ନିୟମ, ନିଷ୍ଠାର ସହ ରଥଯାତ୍ରାରେ ସାମିଲ ହୋଇ ରଥାରୁଢ଼ ମହାପ୍ରଭୁଙ୍କ ଦିବ୍ୟ ଦର୍ଶନ କରି ଆଶୀର୍ବାଦ ଲାଭ କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି । ସେହିପରି ରାଜ୍ୟପାଳ ହରିବାବୁ କମ୍ଭମ୍ପତି ମଧ୍ୟ ମଧ୍ୟ ପବିତ୍ର ରଥଯାତ୍ରା ଅବସରରେ ସମସ୍ତଙ୍କୁ ଶାନ୍ତି ଓ ସୁଖ ସମୃଦ୍ଧିର କାମନା କରିବା ସହ ପ୍ରଭୁଙ୍କର ସ୍ବର୍ଗୀୟ ଆଶୀର୍ବାଦ କାମନା କରି ଶୁଭେଚ୍ଛା ଜଣାଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଅହମଦାବାଦ ରଥଯାତ୍ରାରେ ଅଘଟଣ , ଡିଜେ ବାଜିବାରୁ ବେକାବୁ ହେଲା ଗଜରାଜ

ଅହମଦାବାଦ ରଥଯାତ୍ରାରେ ଅଘଟଣ , ଡିଜେ ବାଜିବାରୁ ବେକାବୁ ହେଲା ଗଜରାଜ

ଅହମଦାବାଦ : ଅହମଦାବାଦ ରଥଯାତ୍ରାରେ ଘଟିଲା ଅଘଟଣ । ଡିଜେ ବାଜିବାରୁ ବେକାବୁ ହେଲା ହାତୀ । ଡିଜେର ପ୍ରଚଣ୍ଡ ଶବ୍ଦରେ ଅନିୟନ୍ତ୍ରିତ ହାତୀଟି ଏପଟ ସେପଟ...

Login