ପୁରୀ : ଏବେ ନୀଳକନ୍ଦର ଛୀଡି ବଡଦାଣ୍ଡରେ ବଳିଆରଭୂଜ । ନବଦିନାତ୍ମକ ଲୀଳାଖେଳା କରୁଛନ୍ତି ବିଶ୍ୱନିୟନ୍ତା । ଧରାପୃଷ୍ଠରେ ଭକ୍ତ ଓ ଭଗବାନଙ୍କ ଅପୂର୍ବ ମିଳନ । ମର୍ତ୍ତ୍ୟମଣ୍ଡଳକୁ ଓହ୍ଲାଇ ଆସିଛନ୍ତି ଦେବାଲୋକ । ହୁଳହୁଳି ହରିବୋଲ ଧ୍ୱନିରେ ପ୍ରକମ୍ପିତ ବଡଦାଣ୍ଡ । ତା ସାଙ୍ଗକୁ ତାଳ ଦେଉଛି ଘଣ୍ଟଘଣ୍ଟା ଓ ଶଙ୍ଖନାଦ । ମହାପ୍ରଭୁଙ୍କ ଆଶିଷ ପାଇବାକୁ ଭକ୍ତଙ୍କ ମଧ୍ୟରେ ପ୍ରତିଯୋଗୀତା । ରଥାରୂଢ ଶ୍ରୀଜିଉଙ୍କୁ ଦର୍ଶନ କଲେ କୋଟି ଜନ୍ମର ପୂଣ୍ୟ ମିଳେ । ମହାପ୍ରଭୁ ନ ଥିବାରୁ ପୂରା ଖାଁ ଖାଁ ଶ୍ରୀମନ୍ଦିର । ରତ୍ନବେଦୀ ଛାଡି ଜନ୍ମବେଦୀ ଯାତ୍ରାରେ ଶ୍ରୀଜିଉ । ଏବେ ନବଦିନାତ୍ମକ ଯାତ୍ରାରେ ତିନି ଠାକୁର ।
ଗତକାଲି ପାହୁଣ୍ଡେ ଗଡ଼ିଥିଲା ନନ୍ଦିଘୋଷ । ରାତି ୭ଟା ୪୫ରେ ନନ୍ଦିଘୋଷ ପାହୁଣ୍ଡେ ଗଡ଼ି ଅଟକିଥିଲା । ପରେ ରଥଟଣାକୁ ବନ୍ଦ କରାଯାଇଥିଲା । ତିନି ରଥ ୩ଟି ସ୍ଥାନରେ ଅଟକି ରହିଛନ୍ତି । ବଡ଼ ଠାରୁର ବଳଭଦ୍ରଙ୍କ ତାଳଧ୍ବଜ ରଥ ବଳଗଣ୍ଡି ଛକରେ ଅଟକି ରହିଛି । ତାଳଧ୍ବଜ ରଥ ବାରମ୍ବାର ମୋଡ଼ ନେବା ଯୋଗୁଁ ଅନ୍ୟ ରଥ ଗଡ଼ିବାରେ ବିଳମ୍ବ ହୋଇଥିଲା ।
ଖାଁ ଖାଁ ଶ୍ରୀମନ୍ଦିର, ନବଦିନାତ୍ମକ ଲୀଳାଖେଳା କରୁଛନ୍ତି ବିଶ୍ୱନିୟନ୍ତା
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







