ପୁରୀ : ଶରଧାବାଲିରେ ଠେଲାପେଲା । ୩ ଜଣ ଭକ୍ତଙ୍କର ଜୀବନ ଯାଇଥିବା ସୂଚନା । ରଥ ସମ୍ମୁଖରେ ଅଘଟଣ ଘଟିଥିବା ସୂଚନା । ବିଳମ୍ବିତ ରାତିରେ ଘଟିଛି ଅଘଟଣ । ଦର୍ଶନ ପାଇଁ ଅତ୍ୟଧିକ ଭିଡ ଯୋଗୁଁ ଅଘଟଣ ସୂଚନା । ମୃତକମାନେ ହେଲେ ଖୋର୍ଦ୍ଧା ଗୋବର୍ଦ୍ଧନପୁର ଅଞ୍ଚଳର ବାସନ୍ତୀ ସାହୁ , ନୟାପଲ୍ଲୀ ଅଞ୍ଚଳର ପ୍ରେମକାନ୍ତ ମହାନ୍ତି ଏବଂ ବାଲିପାଟଣା ଅଠାନ୍ତର ଅଞ୍ଚଳର ପ୍ରଭାତୀ ଦାସ।ସୂଚନା ଅନୁସାରେ ଶରଧାବାଲିରେ ୩ ରଥ ଲାଗିବା ପରେ ଠାକୁରଙ୍କୁ ଦର୍ଶନ କରିବା ଲାଗି ଶ୍ରଦ୍ଧାଳୁଙ୍କ ଭିଡ଼ ହୋଇଥିଲେ । ରାତି ସମୟରେ ଭିଡ଼ ବଢ଼ି ଚାଲିଥିଲା । ତେବେ ରାତି ପ୍ରାୟ ୧୨ଟା ୧୫ ବେଳକୁ ଠାକୁରଙ୍କ ପହୁଡ଼ ପଡ଼ିଯାଇଥିଲା, ଯାହା ପୂର୍ବ ବର୍ଷଗୁଡ଼ିକ ତୁଳନାରେ ଶୀଘ୍ର ହୋଇଥିଲା । ତେବେ ଆଜି ଭୋର ୪ ସମୟରେଦର୍ଶନ ପାଇଁ ଆସିଥିବା ହଜାର ହଜାର ଶ୍ରଦ୍ଧାଳୁଙ୍କ ଜନସମାଗମ ଯୋଗୁଁ ଦଳାଚକଟା ହୋଇଛି । ରଥ ସମ୍ମୁଖରେ ଅଘଟଣ ଘଟିଥିବା ସୂଚନା ମିଳିଛି । ଯେଉଁ ସ୍ଥାନରେ ଦଳାଚକଟା ହୋଇଛି ସେଠାରେ ପ୍ରଶାସନ ତରଫରୁ ପୂର୍ବରୁ କୌଣସି ସୁରକ୍ଷା କିମ୍ବା ପୋଲିସ ବାହନୀ ସେଠାରେ ଉପସ୍ଥିତ ନଥିଲେ । ଯେଉଁ କାରଣରୁ ହଜାର ହଜାର ଭକ୍ତଙ୍କ ସମାଗମ ହୋଇ ଠେଲାପେଲା-ଦଳାଚକଟା ହୋଇଥିଲା ।
ଶରଧାବାଲିରେ ଠେଲାପେଲା , ୩ ଜଣଙ୍କର ଚାଲିଗଲା ଜୀବନ
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







