ଭୁବନେଶ୍ୱର : ଆସନ୍ତାକାଲି ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସ୍ଥଗିତ । ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ପକ୍ଷରୁ ସୂଚନା । ଖୁବଶୀଘ୍ର ଅଭିଯୋଗ ଶୁଣାଣି ନେଇ ନୂଆ ତାରିଖ ଘୋଷଣା ହେବ । ଅନଲାଇନ ପଞ୍ଜିକୃତ ଅଭିଯୋଗ ପରବର୍ତ୍ତୀ ଶିବିରରେ ଶୁଣାଣି ହେବ ।
Views: 7

ଭୁବନେଶ୍ୱର : ବରିଷ୍ଠ ଆଇଏଏସ ଶାଶ୍ୱତ ମିଶ୍ର ହେଲେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ । ଅର୍ଥ ବିଭାଗ ପ୍ରମୁଖ ସଚିବ ସହ ଇଡକୋ ଅଧ୍ୟକ୍ଷ ଭାବେ ମଧ୍ୟ...
ପୁରୀ : ଆଉ କିଛି ସମୟ ପରେ ଶ୍ରୀଜିଉଙ୍କ ଆଡପ ମଣ୍ଡପ ବିଜେ । ଅଡପ ମଣ୍ଡପକୁ ବିଜେ କରିବେ ଚତୁର୍ଦ୍ଧାମୂରତି । ଗୋଟି ପହଣ୍ଡିରେ ଜନ୍ମବେଦୀକୁ...
ପୁରୀ : ପୁରୀ ଅଘଟଣ ନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ପ୍ରତିକ୍ରିୟା । ମାସେ ଭିତରେ ତଦନ୍ତ ପ୍ରକ୍ରିୟା ଶେଷ ହେବ କହିଲେ ଆଇନମନ୍ତ୍ରୀ । ଯେଉଁମାନେ...
ଭୁବନେଶ୍ୱର : ଆସନ୍ତାକାଲି ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସ୍ଥଗିତ । ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ପକ୍ଷରୁ ସୂଚନା । ଖୁବଶୀଘ୍ର ଅଭିଯୋଗ...