The Ultimate Managed Hosting Platform
ADVERTISEMENT

ରଘୁନାଥ ମନ୍ଦିରରେ ଅଗ୍ନିକାଣ୍ଡ

Facebook
Twitter
LinkedIn

ଜୟପୁର : ରଘୁନାଥ ମନ୍ଦିରରେ ଅଗ୍ନିକାଣ୍ଡ। ଗ୍ୟାସ ସିଲିଣ୍ଡର ଫାଟି ଅଘଟଣ ଘଟିଛି। ଏପରି ଅଘଟଣ ଘଟିଛି କୋରାପୁଟ ଜିଲ୍ଲା ଜୟପୁରରେ ଥିବା ରଘୁନାଥ ମନ୍ଦିରରେ । ସୂଚନା ଅନୁଯାୟୀ, ରବିବାର ସକାଳେ ମନ୍ଦିରରେ ଥିବା ଏକ ଗ୍ୟାସ ସିଲିଣ୍ଡରଟ ଫାଟିଯାଇଥିଲା । ଫଳରେ ଅଗ୍ନିକାଣ୍ଡ ଘଟିଥିଲା । ଏହା ଏତେ ଭୟଙ୍କର ଥିଲା ଯେ, କମ୍ ସମୟ ମଧ୍ୟରେ ଦେବୋତ୍ତର ବିଭାଗ କାର୍ଯ୍ୟାଳୟ ସମେତ ଆଖପାଖକୁ ବ୍ୟାପି ଯାଇଥିଲା। ଏ ନେଇ ତୁରନ୍ତ ଅଗ୍ନିଶମ ବାହିନୀକୁ ଖବର ଦିଆଯାଇଥିଲା । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଂଚି ନିଆଁ ଲିଭାଇବା ପାଇଁ ପ୍ରୟାସ ଜାରି ରଖିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login