The Ultimate Managed Hosting Platform
ADVERTISEMENT

ଜଗନ୍ନାଥ ପ୍ରଧାନଙ୍କୁ ଗିରଫ କର : ଓଏଏସ ସଂଘ

Facebook
Twitter
LinkedIn

ଭୁବନେଶ୍ୱର : ବିଏମସି ଅତିରିକ୍ତ କମିଶନରଙ୍କୁ ମାଡ ଘଟଣାରେ ଓଏଏସ ସଂଘର ଚେତାବନୀ । ସଂଘର ବୈଠକରେ ଜଗନ୍ନାଥ ପ୍ରଧାନଙ୍କୁ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ ଦାବି । ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଦାବିପତ୍ର ଦେବାକୁ ହେଲା ପ୍ରସ୍ତାବ ପାରିତ । ଆକ୍ରମଣ ବ୍ୟକ୍ତି ଉପରେ ନୁହେଁ ସାଧାରଣ ସେବା ବ୍ୟବସ୍ଥା ଉପରେ ଲେଖିଲେ । ଫିଲ୍ଡରେ କାର୍ଯ୍ୟରତ ଅଫିସରଙ୍କୁ ପର୍ଯ୍ୟାପ୍ତ ସୁରକ୍ଷା ଦେବାକୁ ଦାବି । ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଓଏଏସ ଅଫିସର ଛୁଟିରେ ରହିବେ । ସରକାର ଗୁରୁତର ସହ ନେଇ ତ୍ୱରିତ ପଦକ୍ଷେପ ନେବେ ବୋଲି ଆଶାବାଦୀ ।
ଅନ୍ୟ ପଟେ ଓଏଏସ ଅଫିସରଙ୍କ ସମୂହ ଛୁଟି ପ୍ରସଙ୍ଗ ନେଇ ବୈଠକ। ମନ୍ତ୍ରୀମାନଙ୍କ ସହ ଆଲୋଚନା କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଲୋକସେବା ଭବନରେ ବିଭିନ୍ନ ମନ୍ତ୍ରୀଙ୍କ ସହ ଆଲୋଚନା କରୁଛନ୍ତି ମୁଖ୍ୟମନ୍ତ୍ରୀ । ବୈଠକରେ ମନ୍ତ୍ରୀ ସମ୍ପଦ ସ୍ୱାଇଁ, ନିତ୍ୟାନନ୍ଦ ଗଣ୍ଡ, ଗଣେଶ ରାମ ସିଂ ଖୁଣ୍ଟିଆ, ସୂର୍ୟ୍ୟବଂଶୀ ସୁରଜ ଥିବା ଜଣାପଡିଛି । ସମୂହ ଛୁଟି ନେଲେ ବିଭିନ୍ନ ବିଭାଗରେ ଅସୁବିଧା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଆଲୋଚନା କରୁଥିବା ସୂଚନା ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ସମ୍ବଲପୁର- ଭୁବନେଶ୍ୱର ଦିନିକିଆ ବସ ଚଳାଚଳ ବନ୍ଦ କଲା ଘରୋଇ ବସ ମାଲିକ ସଂଘ

୭ ଦଫା ଦାବି ନେଇ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ ଆନେ୍ଦାଳନ, ଯାତ୍ରୀ ହନ୍ତସନ୍ତ

ଭୁବନେଶ୍ୱର : ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ ଆନେ୍ଦାଳନ । ୭ ଦଫା ଦାବି ନେଇ ଡ୍ରାଇଭର ମହାସଂଘର ଆନେ୍ଦାଳନ । ମୁଖ୍ୟତଃ ପୋଲିସକୁ ଗାଡି ଚେକିଂ...

Login