The Ultimate Managed Hosting Platform
ADVERTISEMENT

ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡାଙ୍କ ବନ୍ୟା ସ୍ଥିତି ସମୀକ୍ଷା

Facebook
Twitter
LinkedIn

ଜଳେଶ୍ୱର : ଭୋଗରାଇରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଭୋଗରାଇ ଓ ବାଲିଆପାଳରେ ବନ୍ୟା ଅଞ୍ଚଳ ପରିଦର୍ଶନ । ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ସ୍ଥିତିର ସମୀକ୍ଷା କଲେ । ବନ୍ୟା ଯୋଗୁ ଜିଲ୍ଲାର ୬ଟି ବ୍ଲକ୍ର ୧୫୪ ଗ୍ରାମ ଏବଂ ଜଳେଶ୍ୱର ପୌରପାଳିକାର ୮ଟି ୱାର୍ଡ ବନ୍ୟାଜଳରେ ପ୍ରଭାବିତ ହୋଇଛି। ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ଏବଂ ଖାଦ୍ୟ ଯୋଗାଣ ଆଦି ପଦକ୍ଷେପ ସହ ଉଦ୍ଧାର କାର୍ୟ୍ୟ ପାଇଁ ଓଡ୍ରାଫ୍ ଓ ଅଗ୍ନିଶମ ବାହିନୀଙ୍କୁ ନିୟୋଜିତ କରାଯାଇଛି। ଭୋଗରାଇ, ବାଲିଆପାଳ, ବସ୍ତା, ଜଳେଶ୍ୱର, ବାଲେଶ୍ୱର ସଦର ଓ ରେମୁଣାରେ ବନ୍ୟାଜଳରେ ପ୍ରଭାବିତ ହେଉଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ନୂଆଦିଲ୍ଲୀ : ବାଗେଶ୍ୱର ଧାମରେ ଭୁଶୁଡିଲା କୋଠା । ମଧ୍ୟପ୍ରଦେଶ ଛତରପୁର ଜିଲ୍ଲା ବାଗେଶ୍ୱର ଧାମନିକଟରେ ଥିବା ଏକ ଢାବାରେ କାନ୍ଥ ଭୁଶୁଡିପଡିଛି । ଏହି ଘଟଣାରେ...

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ନୂଆଦିଲ୍ଲୀ : ଆମେରିକାରେ ପୁଣି ଥରେ ଗୁଳିକାଣ୍ଡର ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ସୋମବାର ସକାଳେ ଦକ୍ଷିଣ ଫିଲାଡେଲଫିଆର ଏକ ଅଞ୍ଚଳରେ ଗୁଳିକାଣ୍ଡ...

ADVERTISEMENT

Login