କୋଇଡା : ଓମିନିକୁ ଧକ୍କା ଦେଲା ହାଇୱା । ଫଳରେ ୨ ଜଣଙ୍କର ଜୀବନ ଯାଇଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି ।କୋଇଡା ଥାନା ଏରିଆନ ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ଶ୍ରମିକଙ୍କୁ ନେଇ କମଣ୍ଡ ପ୍ଲାଣ୍ଟକୁ ଯାଉଥିବା ବେଳେ ଦୁର୍ଘଟଣା ଘଟିଛି । ହାଇୱା ସହ ଧକ୍କା ହେବା ପରେ ଓଲଟି ପଡ଼ିଥିଲା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ହାଇୱା ଡ୍ରାଇଭରକୁ ଅଟକ ରଖି ତଦନ୍ତ କରୁଛି ।
Views: 11