The Ultimate Managed Hosting Platform
ADVERTISEMENT

ଆରମ୍ଭ ହେଲା ପହଣ୍ଡି ବିଜେ , ସୁଦର୍ଶନଙ୍କ ପହଣ୍ଡି ଆରମ୍ଭ

Facebook
Twitter
LinkedIn

ପୁରୀ : ଶ୍ରୀଗୁଣ୍ଡିଚା ମନ୍ଦିର ଜନ୍ମବେଦୀ ଲୀଳା ଶେଷକରି ଆଜି ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ ଚତୁର୍ଦ୍ଧା ବିଗ୍ରହ । ମହାପ୍ରଭୁଙ୍କ ଆଗମନ ପାଇଁ ଶରଧାବାଲିରେ ଅପେକ୍ଷା କରିଛନ୍ତି ତାଳଧ୍ୱଜ, ନନ୍ଦିଘୋଷ ଓ ଦର୍ପଦଳନ। ଲକ୍ଷ ଲକ୍ଷ ଭକ୍ତଙ୍କ ମେଳରେ ବାହୁଡ଼ା ଯାତ୍ରା କରିବେ ପରଂବ୍ରହ୍ମ । ଗୁଣ୍ଡିଚା ମନ୍ଦିରରୁ ପହଣ୍ଡି ବିଜେ ନୀତି ଆରମ୍ଭ ହୋଇଛି । ଧାଡ଼ି ପହଣ୍ଡିରେ ରଥକୁ ପ୍ରଥମେ ପହଣ୍ଡି ହୋଇ ଆସିଲେ ସୁଦର୍ଶନ । ପହଣ୍ଡି ପରେ ରଥ ଉପରେ ବିଜେ କରିଛନ୍ତି ସୁଦର୍ଶନ। ଏହାପରେ ରଥରେ ଜଣକ ପରେ ଜଣେ ବିଜେ କରିବେ। ବାହୁଡ଼ା ଯାତ୍ରା ପାଇଁ ବଡ଼ଦାଣ୍ଡରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ନୂଆଦିଲ୍ଲୀ : ବାଗେଶ୍ୱର ଧାମରେ ଭୁଶୁଡିଲା କୋଠା । ମଧ୍ୟପ୍ରଦେଶ ଛତରପୁର ଜିଲ୍ଲା ବାଗେଶ୍ୱର ଧାମନିକଟରେ ଥିବା ଏକ ଢାବାରେ କାନ୍ଥ ଭୁଶୁଡିପଡିଛି । ଏହି ଘଟଣାରେ...

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ନୂଆଦିଲ୍ଲୀ : ଆମେରିକାରେ ପୁଣି ଥରେ ଗୁଳିକାଣ୍ଡର ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ସୋମବାର ସକାଳେ ଦକ୍ଷିଣ ଫିଲାଡେଲଫିଆର ଏକ ଅଞ୍ଚଳରେ ଗୁଳିକାଣ୍ଡ...

ADVERTISEMENT

Login