The Ultimate Managed Hosting Platform
ADVERTISEMENT

ପୁଣି ଆସୁଛି ଲଘୁଚାପ , ଆହୁରି ବର୍ଷିବ

Facebook
Twitter
LinkedIn

ଭୁବନେଶ୍ୱର : ଲଘୁଚାପ ପରେ ପୁଣି ଆଉ ଏକ ଲଘୁଚାପ । ଆଜି ସୃଷ୍ଟି ହୋଇପାରେ ଆଉ ଏକ ଲଘୁଚାପ । ରାଜ୍ୟରେ ଆହୁରି ୩ ଦିନ ଅଧିକ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । କିନ୍ତୁ ୮ ତାରିଖରୁ ଉପକୂଳ ଓଡ଼ିଶାରେ ବର୍ଷା କମିଯିବ । ଭଦ୍ରକଠାରୁ ଗଞ୍ଜାମ ଯାଏ ଉପକୂଳ ଜିଲ୍ଲାରେ ୬ ଓ ୭ ତାରିଖରେ କେତେକ ସ୍ଥାନରେ ସ୍ବଳ୍କ ବର୍ଷା ହୋଇପାରେ । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ଜେବଗଡ଼ରେ ୮ ତାରିଖ ଯାଏ ମଧ୍ୟମ ପରିମାଣର ବର୍ଷା ହୋଇପାରେ । ୯ ତାରିଖ ପର୍ୟ୍ୟନ୍ତ ପଶ୍ଚିମ ଓଡ଼ିଶାର ସମ୍ବଲପୁରରୁ କଳାହାଣ୍ଡି ଯାଏ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ସମ୍ବଲପୁର- ଭୁବନେଶ୍ୱର ଦିନିକିଆ ବସ ଚଳାଚଳ ବନ୍ଦ କଲା ଘରୋଇ ବସ ମାଲିକ ସଂଘ

୭ ଦଫା ଦାବି ନେଇ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ ଆନେ୍ଦାଳନ, ଯାତ୍ରୀ ହନ୍ତସନ୍ତ

ଭୁବନେଶ୍ୱର : ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ ଆନେ୍ଦାଳନ । ୭ ଦଫା ଦାବି ନେଇ ଡ୍ରାଇଭର ମହାସଂଘର ଆନେ୍ଦାଳନ । ମୁଖ୍ୟତଃ ପୋଲିସକୁ ଗାଡି ଚେକିଂ...

Login