The Ultimate Managed Hosting Platform
ADVERTISEMENT

୧୨ ଘଣ୍ଟାରେ ଲଘୁଚାପ !

Facebook
Twitter
LinkedIn

ଭୁବନେଶ୍ୱର : ୧୨ ଘଣ୍ଟାରେ ଲଘୁଚାପ ସମ୍ଭାବନା । ଗାଙ୍ଗେୟ- ପଶ୍ଚିମବଙ୍ଗ ଉପତ୍ୟକା ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର ଓଡ଼ିଶା ଅଞ୍ଚଳ ବାୟୂମଣ୍ଡଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ପ୍ରଭାବରେ ଆଗାମୀ ୧୨ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଆଜି ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲାର କିଛି ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । କିଛି ଅଞ୍ଚଳରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମଟର ବେଗରେ ପବନ ବହିବା ସମ୍ଭାବନା ରହିଛି । ଏହି ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ବିଜୁଳି ଘଡଘଡି ପାଇଁ ୧୭ ଜିଲ୍ଳାକୁ ୟେଲୋ ୱାଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login