The Ultimate Managed Hosting Platform
ADVERTISEMENT

ଭୂକମ୍ପରେ ଥରିଲା ନେପାଳ

Facebook
Twitter
LinkedIn

କାଠମାଣ୍ଡୁ : ଭୁକମ୍ପରେ ଥରିଲା ନେପାଳ । ସକାଳେ ସକାଳେ ନେପାଳରେ ଭୂକମ୍ପ ହୋଇଛି । ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୩.୫ ଥିବା ବେଳେ ଆଜି ଭାରତୀୟ ସମୟ ସକାଳ ୮ଟା ୨୧ରେ ଏହି ଭୂକମ୍ପର ଝଟକା ନେପାଳକୁ ଲାଗିଛି । ଭୂକମ୍ପରେ କ୍ଷୟକ୍ଷତି ଏଯାଏଁ ଜଣା ପଡିନି । ତେବେ ଏହା ପୂର୍ବରୁ ଜୁନ ୨୯ରେ ବି ନେପାଳକୁ ଭୂକମ୍ପର ଝଟକା ଲାଗିଥିଲା । ବର୍ତ୍ତବାନର ଭୂକମ୍ପ ଠାରୁ ପୂର୍ବର ଭୂକମ୍ପ ଅଧିକ ଥିଲା । ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୪.୨ ଥିଲା । ସେପଟେ ଦୁଇ ବର୍ଷ ତଳେ ଏକ ବିରାଟ ଭୂକମ୍ପର ଝଟକାରେ ନେପାଳ ଛାରଖାର ହୋଇଥିଲା । ଭୟଙ୍କର ଭୂକମ୍ପରେ ୧୫୭ ମୃତ୍ୟୁ ହୋଇଥିଲା । ୧୦୦ରୁ ଅଧିକ ଲୋକ ଆହତ ହୋଇଥିଲେ । ଭୂକମ୍ପ ଏତେ ଶକ୍ତିଶାଳୀ ଥିଲା ଯେ ଭୂକମ୍ପର କେନ୍ଦ୍ରସ୍ଥଳଠାରୁ ୫୫୦ କିମି ଦୂର ଦିଲ୍ଲୀ, ଉତ୍ତରପ୍ରଦେଶ ଏବଂ ବିହାର ସମେତ ସମଗ୍ର ଉତ୍ତର ଭାରତରେ ଶକ୍ତ ଝଟ୍କା ଅନୁଭୂତ ହୋଇଥିଲା।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବନ୍ଦ ହେଲା କେଦାରନାଥ ଯାତ୍ରା , ପ୍ରବଳ ବର୍ଷା ପାଇଁ ପ୍ରଶାସନ ନେଲା ନିଷ୍ପତ୍ତି

ବନ୍ଦ ହେଲା କେଦାରନାଥ ଯାତ୍ରା , ପ୍ରବଳ ବର୍ଷା ପାଇଁ ପ୍ରଶାସନ ନେଲା ନିଷ୍ପତ୍ତି

ନୂଆଦିଲ୍ଲୀ : ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗ ଏବଂ ଆଖପାଖ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ଅଳକନନ୍ଦା ନଦୀର ଜଳସ୍ତର ବୃଦ୍ଧି ପାଇଛି । ତଥାପି, ନଦୀ ଏବେ ବି...

ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ

ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ସର୍ଭାଇକଲ ଆର୍ଥ୍ରାଇଟିସ ସର୍ଜରୀ ପରେ ସଂପୂର୍ଣ୍ଣ ସୁସ୍ଥ ହୋଇ ହସପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ । ସୁସ୍ଥ ହେବା ସହ ସ୍ବାଭାବିକ ଚଲାବୁଲା...

ADVERTISEMENT

Login